ହିତୋପଦେଶ 30:14 - ଓଡିଆ ବାଇବେଲ14 ପୃଥିବୀରୁ ଦୁଃଖୀମାନଙ୍କୁ ଓ ମନୁଷ୍ୟଗଣ ମଧ୍ୟରୁ ଦରିଦ୍ରମାନଙ୍କୁ ଗ୍ରାସ କରିବା ପାଇଁ ଯେଉଁମାନଙ୍କର ଦନ୍ତ ଖଡ୍ଗ ପରି ଓ କଳଦନ୍ତ ଛୁରୀ ପରି, ଏପରି ଏକ ବଂଶ ଅଛି। Ver Capítuloପବିତ୍ର ବାଇବଲ (Re-edited) - (BSI)14 ପୃଥିବୀରୁ ଦୁଃଖୀମାନଙ୍କୁ ଓ ମନୁଷ୍ୟଗଣ ମଧ୍ୟରୁ ଦରିଦ୍ରମାନଙ୍କୁ ଗ୍ରାସ କରିବା ପାଇଁ ଯେଉଁମାନଙ୍କର ଦ; ଖଡ଼୍ଗ ପରି ଓ କଳଦ; ଛୁରୀ ପରି, ଏପରି ଏକ ବଂଶ ଅଛି। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ପୃଥିବୀରୁ ଦୁଃଖୀମାନଙ୍କୁ ଓ ମନୁଷ୍ୟଗଣ ମଧ୍ୟରୁ ଦରିଦ୍ରମାନଙ୍କୁ ଗ୍ରାସ କରିବା ପାଇଁ ଯେଉଁମାନଙ୍କର ଦନ୍ତ ଖଡ୍ଗ ପରି ଓ କଳଦନ୍ତ ଛୁରୀ ପରି, ଏପରି ଏକ ବଂଶ ଅଛି। Ver Capítuloପବିତ୍ର ବାଇବଲ14 କେତେକ ଲୋକ ଅଛନ୍ତି, ସେମାନଙ୍କର ବାକ୍ୟ ଖଣ୍ଡାଧାରଠାରୁ ତୀକ୍ଷ୍ଣ। ସେମାନଙ୍କର ଦାନ୍ତ ଛୁରୀପରି ଅଟେ। ସେମାନେ ଏହାକୁ ଦରିଦ୍ର ଲୋକମାନଙ୍କୁ ଗ୍ରାସ କରିବାକୁ ବ୍ୟବହାର କରନ୍ତି। Ver Capítulo |