ହିତୋପଦେଶ 6:26 - ଓଡିଆ ବାଇବେଲ26 ଯେହେତୁ ବେଶ୍ୟା ସକାଶୁ ଅନ୍ନ-ଅଭାବ ଘଟେ, ଆଉ ବ୍ୟଭିଚାରିଣୀ ସ୍ତ୍ରୀ ମନୁଷ୍ୟର ମହାମୂଲ୍ୟ ପ୍ରାଣକୁ ଧରିବା ପାଇଁ ମୃଗୟା କରେ। Ver Capítuloପବିତ୍ର ବାଇବଲ (Re-edited) - (BSI)26 ଯେହେତୁ ବେଶ୍ୟା ସକାଶୁ ଅନ୍ନ-ଅଭାବ ଘଟେ, ଆଉ ବ୍ୟଭିଚାରିଣୀ ସ୍ତ୍ରୀ ମନୁଷ୍ୟର ମହାମୂଲ୍ୟ ପ୍ରାଣକୁ ଧରିବା ପାଇଁ ମୃଗୟା କରେ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ଯେହେତୁ ବେଶ୍ୟା ସକାଶୁ ଅନ୍ନ-ଅଭାବ ଘଟେ, ଆଉ ବ୍ୟଭିଚାରିଣୀ ସ୍ତ୍ରୀ ମନୁଷ୍ୟର ମହାମୂଲ୍ୟ ପ୍ରାଣକୁ ଧରିବା ପାଇଁ ମୃଗୟା କରେ। Ver Capítuloପବିତ୍ର ବାଇବଲ26 ବ୍ୟଭିଗ୍ଭରିଣୀକୁ ପାଉଁରୋଟୀର ଦାମ ଦେବାକୁ ପଡ଼ିବ, ଅନ୍ୟ ଜଣଙ୍କ ସ୍ତ୍ରୀ ପାଇଁ ତୁମ୍ଭ ଜୀବନର ଦାମ ଦେବାକୁ ପଡ଼ିବ। Ver Capítulo |