ହିତୋପଦେଶ 6:34 - ଓଡିଆ ବାଇବେଲ34 ଯେହେତୁ ସ୍ତ୍ରୀ ବିଷୟକ ଈର୍ଷା ମନୁଷ୍ୟର ପ୍ରଚଣ୍ଡ କ୍ରୋଧର ବିଷୟ; ପ୍ରତିହିଂସା କରିବା ବେଳେ ସେ କିଛି କ୍ଷମା କରିବ ନାହିଁ। Ver Capítuloପବିତ୍ର ବାଇବଲ (Re-edited) - (BSI)34 ଯେହେତୁ (ସ୍ତ୍ରୀବିଷୟକ) ଈର୍ଷା ମନୁଷ୍ୟର ପ୍ରଚଣ୍ତ କ୍ରୋଧର (ବିଷୟ); ପ୍ରତିହିଂସା କରିବା ବେଳେ ସେ କିଛି କ୍ଷମା କରିବ ନାହିଁ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT34 ଯେହେତୁ ସ୍ତ୍ରୀ ବିଷୟକ ଈର୍ଷା ମନୁଷ୍ୟର ପ୍ରଚଣ୍ଡ କ୍ରୋଧର ବିଷୟ; ପ୍ରତିହିଂସା କରିବା ବେଳେ ସେ କିଛି କ୍ଷମା କରିବ ନାହିଁ। Ver Capítuloପବିତ୍ର ବାଇବଲ34 ସେହି ସ୍ତ୍ରୀର ସ୍ୱାମୀ ନିତାନ୍ତ ଈର୍ଷାପରାୟଣ ହେବ। ତା'ର ସ୍ୱାମୀ ନିତାନ୍ତ କ୍ରୋଧତ ହେବ। ପ୍ରତିହିଂସା କରିବା ବେଳେ ସେ କିଛି ମାନିବ ନାହିଁ। Ver Capítulo |