ଗୀତସଂହିତା 10:4 - ଓଡିଆ ବାଇବେଲ4 ସେ ତାହା ଅନୁସନ୍ଧାନ କରିବେ ନାହିଁ ବୋଲି ଦୁଷ୍ଟ ଆପଣା ମୁଖର ଅହଙ୍କାରରେ କହେ, ପରମେଶ୍ୱର ନାହାନ୍ତି, ଏହା ତାହାର ସକଳ ଚିନ୍ତାର ସାର। Ver Capítuloପବିତ୍ର ବାଇବଲ (Re-edited) - (BSI)4 ସେ ତାହା ଅନୁସନ୍ଧାନ କରିବେ ନାହିଁ ବୋଲି ଦୁଷ୍ଟ ଆପଣା ମୁଖର ଅହଙ୍କାରରେ କହେ, ପରମେଶ୍ଵର ନାହାନ୍ତି, ଏହା ତାହାର ସକଳ ଚିନ୍ତାର ସାର। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ସେ ତାହା ଅନୁସନ୍ଧାନ କରିବେ ନାହିଁ ବୋଲି ଦୁଷ୍ଟ ଆପଣା ମୁଖର ଅହଙ୍କାରରେ କହେ, ପରମେଶ୍ୱର ନାହାନ୍ତି, ଏହା ତାହାର ସକଳ ଚିନ୍ତାର ସାର। Ver Capítuloପବିତ୍ର ବାଇବଲ4 ଦୁଷ୍ଟମାନେ ଅହଂକାର ବଶତଃ ପରମେଶ୍ୱରଙ୍କୁ ଅନୁସରଣ କରନ୍ତି ନାହିଁ। ସେମାନେ ସେମାନଙ୍କର ମନ୍ଦ ଯୋଜନାରେ ବ୍ୟସ୍ତ ରହନ୍ତି। ସେମାନେ ଭାବନ୍ତି ଯେ, ପରମେଶ୍ୱର ଜାଣନ୍ତି ନାହିଁ। Ver Capítulo |