ଗୀତସଂହିତା 10:8 - ଓଡିଆ ବାଇବେଲ8 ସେ ଗ୍ରାମର ଗୁପ୍ତ ସ୍ଥାନରେ ବସେ; ସେ ଆବୃତ ସ୍ଥାନରେ ନିର୍ଦ୍ଦୋଷକୁ ହତ୍ୟା କରେ; ଅସହାୟ ଲୋକର ପ୍ରତିକୂଳରେ ତାହାର ଚକ୍ଷୁ ଗୋପନରେ ଥାଏ। Ver Capítuloପବିତ୍ର ବାଇବଲ (Re-edited) - (BSI)8 ସେ ଗ୍ରାମର ଗୁପ୍ତ ସ୍ଥାନରେ ବସେ; ସେ ଆବୃତ ସ୍ଥାନରେ ନିର୍ଦ୍ଦୋଷକୁ ହତ୍ୟା କରେ; ଅସହାୟ ଲୋକର ପ୍ରତିକୂଳରେ ତାହାର ଚକ୍ଷୁ ଗୋପନରେ ଥାଏ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ସେ ଗ୍ରାମର ଗୁପ୍ତ ସ୍ଥାନରେ ବସେ; ସେ ଆବୃତ ସ୍ଥାନରେ ନିର୍ଦ୍ଦୋଷକୁ ହତ୍ୟା କରେ; ଅସହାୟ ଲୋକର ପ୍ରତିକୂଳରେ ତାହାର ଚକ୍ଷୁ ଗୋପନରେ ଥାଏ। Ver Capítuloପବିତ୍ର ବାଇବଲ8 ସେହି ଲୋକମାନେ ଗୁପ୍ତସ୍ଥାନରେ ଲୁଚି ରହି ଲୋକମାନଙ୍କୁ ଧରିବା ପାଇଁ ଅପେକ୍ଷା କରନ୍ତି। ସେମାନେ ଗୋପନରେ ରହି ଲୋକଙ୍କୁ ଆଘାତ କରିବାକୁ ଚେଷ୍ଟା କରନ୍ତି। ସେମାନେ ନିର୍ଦ୍ଦୋଷ ଲୋକଙ୍କୁ ହତ୍ୟା କରନ୍ତି। Ver Capítulo |