ଗୀତସଂହିତା 12:5 - ଓଡିଆ ବାଇବେଲ5 ଦୁଃଖୀଲୋକ ଲୁଟିତ ହେବାରୁ, ଦୀନହୀନ କାତରୋକ୍ତି କରିବାରୁ, ସଦାପ୍ରଭୁ କହନ୍ତି, ଆମ୍ଭେ ଏବେ ଉଠିବା; ସେମାନେ ଯାହା ପ୍ରତି ଫୁତ୍କାର କରନ୍ତି, ତାହାକୁ ଆମ୍ଭେ ନିରାପଦରେ ରଖିବା। Ver Capítuloପବିତ୍ର ବାଇବଲ (Re-edited) - (BSI)5 ଦୁଃଖୀଲୋକ ଲୁଟିତ ହେବାରୁ, ଦୀନହୀନ କାତରୋକ୍ତି କରିବାରୁ, ସଦାପ୍ରଭୁ କହନ୍ତି, ଆମ୍ଭେ ଏବେ ଉଠିବା; ସେମାନେ ଯାହା ପ୍ରତି ଫୁତ୍କାର କରନ୍ତି, ତାହାକୁ ଆମ୍ଭେ ନିରାପଦରେ ରଖିବା। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଦୁଃଖୀଲୋକ ଲୁଟିତ ହେବାରୁ, ଦୀନହୀନ କାତରୋକ୍ତି କରିବାରୁ, ସଦାପ୍ରଭୁ କହନ୍ତି, “ଆମ୍ଭେ ଏବେ ଉଠିବା; ସେମାନେ ଯାହା ପ୍ରତି ଫୁତ୍କାର କରନ୍ତି, ତାହାକୁ ଆମ୍ଭେ ନିରାପଦରେ ରଖିବା।” Ver Capítuloପବିତ୍ର ବାଇବଲ5 କିନ୍ତୁ ସଦାପ୍ରଭୁ କହନ୍ତି, “ଦୁଷ୍ଟ ଲୋକମାନେ ନିରୀହ ଲୋକଙ୍କଠାରୁ ଗ୍ଭେରାଇ ନିଅନ୍ତି। ସେମାନେ ଅସହାୟ ଲୋକଙ୍କଠାରୁ ଜିନିଷ ନେଇଯାଆନ୍ତି। କିନ୍ତୁ ମୁଁ ସେମାନଙ୍କ ଉଦ୍ଦେଶ୍ୟ ସଫଳ ହେବାକୁ ଦେବି ନାହିଁ ଓ ମୁଁ ସେହି ଦୁଃଖୀ ଲୋକଙ୍କୁ ରକ୍ଷା କରିବି।” Ver Capítulo |