La Biblia Online

- Anuncios -




ଗୀତସଂହିତା 9:6 - ଓଡିଆ ବାଇବେଲ

6 ଶତ୍ରୁମାନେ ଅଦୃଶ୍ୟ ହୋଇଅଛନ୍ତି, ସେମାନେ ସଦାକାଳ ଉଚ୍ଛିନ୍ନ ହୋଇଅଛନ୍ତି; ତୁମ୍ଭେ ନଗରମାନଙ୍କୁ ଉତ୍ପାଟନ କରିଅଛ, ସେମାନଙ୍କର ସ୍ମରଣ ସୁଦ୍ଧା ଲୁପ୍ତ ହୋଇଅଛି।

Ver Capítulo Copiar

ପବିତ୍ର ବାଇବଲ (Re-edited) - (BSI)

6 ଶତ୍ରୁମାନେ ଶେଷ ପାଇଅଛନ୍ତି, ସେମାନେ ସଦାକାଳ ଉଚ୍ଛିନ୍ନ ହୋଇଅଛନ୍ତି; ତୁମ୍ଭେ ନଗରମାନଙ୍କୁ ଉତ୍ପାଟନ କରିଅଛ, ସେମାନଙ୍କର ସ୍ମରଣ ସୁଦ୍ଧା ଲୁପ୍ତ ହୋଇଅଛି।

Ver Capítulo Copiar

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଶତ୍ରୁମାନେ ଅଦୃଶ୍ୟ ହୋଇଅଛନ୍ତି, ସେମାନେ ସଦାକାଳ ଉଚ୍ଛିନ୍ନ ହୋଇଅଛନ୍ତି; ତୁମ୍ଭେ ନଗରମାନଙ୍କୁ ଉତ୍ପାଟନ କରିଅଛ, ସେମାନଙ୍କର ସ୍ମରଣ ସୁଦ୍ଧା ଲୁପ୍ତ ହୋଇଅଛି।

Ver Capítulo Copiar

ପବିତ୍ର ବାଇବଲ

6 ଶତ୍ରୁମାନେ ନିଶ୍ଚିହ୍ନ ହୋଇଛନ୍ତି। ହେ ସଦାପ୍ରଭୁ, ତୁମ୍ଭେ ସେମାନଙ୍କର ନଗରକୁ ଧ୍ୱଂସ କରିଛ। ବର୍ତ୍ତମାନ କେବଳ ଭଙ୍ଗା ଅଟ୍ଟାଳିକାର ଧ୍ୱଂସାବଶେଷ ବିଦ୍ୟମାନ। ଆଜି ସେମାନଙ୍କୁ ମନେ ପକାଇବା ପାଇଁ କିଛି ଅବଶେଷ ବାକିରହି ନାହିଁ।

Ver Capítulo Copiar




ଗୀତସଂହିତା 9:6

Síguenos en:

Anuncios


Anuncios