ରୋମୀୟ 2:25 - ଓଡିଆ ବାଇବେଲ25 ଯଦି ତୁମ୍ଭେ ମୋଶାଙ୍କ ବ୍ୟବସ୍ଥା ପାଳନ କର, ତେବେ ପ୍ରକୃତରେ ସୁନ୍ନତ ଲାଭଜନକ, କିନ୍ତୁ ଯଦି ମୋଶାଙ୍କ ବ୍ୟବସ୍ଥା ଲଙ୍ଘନ କର, ତେବେ ତୁମ୍ଭର ସୁନ୍ନତ ଅସୁନ୍ନତରେ ପରିଣତ ହୁଏ । Ver Capítuloପବିତ୍ର ବାଇବଲ (Re-edited) - (BSI)25 ଯଦି ତୁମ୍ଭେ ବ୍ୟବସ୍ଥା ପାଳନ କର, ତେବେ ପ୍ରକୃତରେ ସୁନ୍ନତ୍ ଲାଭଜନକ, କିନ୍ତୁ ଯଦି ବ୍ୟବସ୍ଥା ଲଙ୍ଘନ କର, ତେବେ ତୁମ୍ଭର ସୁନ୍ନତ୍ ଅସୁନ୍ନତରେ ପରିଣତ ହୁଏ।ଗାଲା. ୫:୩ Ver Capítuloପବିତ୍ର ବାଇବଲ (CL) NT (BSI)25 ଯଦି ବ୍ୟବସ୍ଥା ପାଳନ କରୁଥାଅ; ତୁମ୍ଭମାନଙ୍କର ସୁନ୍ନତ ସଂସ୍କାରର ମୂଲ୍ୟ ଅଛି। କିନ୍ତୁ ଯଦି ବ୍ୟବସ୍ଥା ଲଙ୍ଘନ କର, ତୁମ୍ଭେମାନେ ସୁନ୍ନତ ହୋଇ ନ ଥିବା ଲୋକମାନଙ୍କ ସହିତ ସମାନ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ଯଦି ତୁମ୍ଭେ ମୋଶାଙ୍କ ବ୍ୟବସ୍ଥା ପାଳନ କର, ତେବେ ପ୍ରକୃତରେ ସୁନ୍ନତ ଲାଭଜନକ, କିନ୍ତୁ ଯଦି ମୋଶାଙ୍କ ବ୍ୟବସ୍ଥା ଲଙ୍ଘନ କର, ତେବେ ତୁମ୍ଭର ସୁନ୍ନତ ଅସୁନ୍ନତରେ ପରିଣତ ହୁଏ। Ver Capítuloପବିତ୍ର ବାଇବଲ25 ଯଦି ତୁମ୍ଭେ ବ୍ୟବସ୍ଥା ପାଳନ କରୁଛ, ତା'ହେଲେ ତୁମ୍ଭର ସୁନ୍ନତ ହେବାର ମୂଲ୍ୟ ଅଛି। କିନ୍ତୁ ତୁମ୍ଭେ ଯଦି ବ୍ୟବସ୍ଥା ଭଙ୍ଗ କରୁଛ ତା'ହେଲେ ତୁମ୍ଭେ ସୁନ୍ନତ ନ ହେବା ସହିତ ସମାନ। Ver Capítulo |