ରୋମୀୟ 2:5 - ଓଡିଆ ବାଇବେଲ5 କିନ୍ତୁ ତୁମ୍ଭେ ଆପଣା କଠିନ ଓ ଅପରିବର୍ତ୍ତିତ ହୃଦୟ ଅନୁସାରେ, ଯେଉଁ ଦିନ ଈଶ୍ୱରଙ୍କ ନ୍ୟାୟବିଚାର ପ୍ରକାଶ ପାଇବ, ସେହି କ୍ରୋଧର ଦିନରେ ନିଜ ପାଇଁ କ୍ରୋଧ ସଞ୍ଚୟ କରୁଅଛ; Ver Capítuloପବିତ୍ର ବାଇବଲ (Re-edited) - (BSI)5 କିନ୍ତୁ ତୁମ୍ଭେ ଆପଣା କଠିନ ଓ ଅପରିବର୍ତ୍ତିତ ହୃଦୟ ଅନୁସାରେ, ଯେଉଁ ଦିନ ଈଶ୍ଵରଙ୍କ ନ୍ୟାୟବିଚାର ପ୍ରକାଶ ପାଇବ, ସେହି କ୍ରୋଧର ଦିନରେ ନିଜ ପାଇଁ କ୍ରୋଧ ସଞ୍ଚୟ କରୁଅଛ; Ver Capítuloପବିତ୍ର ବାଇବଲ (CL) NT (BSI)5 କିନ୍ତୁ ତୁମେ ଦାମ୍ଭିକ ଓ କଠିନମନା। ତେଣୁ ଶେଷ ଦିନର ବିଚାରବେଳେ ତୁମେ ଈଶ୍ୱରଙ୍କ କ୍ରୋଧର ପାତ୍ର ହୋଇ ଅଧିକ କଠୋର ଦଣ୍ଡ ପାଇବ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 କିନ୍ତୁ ତୁମ୍ଭେ ଆପଣା କଠିନ ଓ ଅପରିବର୍ତ୍ତିତ ହୃଦୟ ଅନୁସାରେ, ଯେଉଁ ଦିନ ଈଶ୍ବରଙ୍କ ନ୍ୟାୟବିଚାର ପ୍ରକାଶ ପାଇବ, ସେହି କ୍ରୋଧର ଦିନରେ ନିଜ ପାଇଁ କ୍ରୋଧ ସଞ୍ଚୟ କରୁଅଛ; Ver Capítuloପବିତ୍ର ବାଇବଲ5 କିନ୍ତୁ ତୁମ୍ଭେମାନେ କଠିନ ଓ ଅନୁତାପବିହୀନ। ତୁମ୍ଭେ ବଦଳିବା ପାଇଁ ନାରାଜ। ସେଥିପାଇଁ ତୁମ୍ଭେ ନିଜର ଦଣ୍ଡକୁ ଅଧିକରୁ ଅଧିକ ବଢ଼ାଉଛ। ଯେଉଁ ଦିନ ପରମେଶ୍ୱର ନିଜର କ୍ରୋଧ ଦେଖାଇବେ, ସେହି ଦିନ ତୁମ୍ଭେ ସେହି ଦଣ୍ଡ ପାଇବ। ସେହି ଦିନ ଲୋକେ ପରମେଶ୍ୱରଙ୍କର ଠିକ୍ ନ୍ୟାୟବିଗ୍ଭର ଦେଖିବେ। Ver Capítulo |