ରୋମୀୟ 3:30 - ଓଡିଆ ବାଇବେଲ30 କାରଣ ଈଶ୍ୱର ତ ଏକ, ଆଉ ସେ ବିଶ୍ୱାସ ହେତୁ ସୁନ୍ନତିକୁ ଓ ବିଶ୍ୱାସ ଦ୍ୱାରା ଅସୁନ୍ନତିକୁ ଧାର୍ମିକ ଗଣିବେ । Ver Capítuloପବିତ୍ର ବାଇବଲ (Re-edited) - (BSI)30 କାରଣ ଈଶ୍ଵର ତ ଏକ, ଆଉ ସେ ବିଶ୍ଵାସ ହେତୁ ସୁନ୍ନତିକୁ ଓ ବିଶ୍ଵାସ ଦ୍ଵାରା ଅସୁନ୍ନତିକୁ ଧାର୍ମିକ ଗଣିବେ। Ver Capítuloପବିତ୍ର ବାଇବଲ (CL) NT (BSI)30 ଈଶ୍ୱର ଏକ। ଉଭୟ ଇହୁଦୀ ଓ ଅଣଇହୁଦୀମାନଙ୍କର ବିଶ୍ୱାସ ଯୋଗୁ ସେ ସେମାନଙ୍କୁ ଧାର୍ମିକ ରୂପେ ଗ୍ରହଣ କରିବେ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 କାରଣ ଈଶ୍ବର ତ ଏକ, ଆଉ ସେ ବିଶ୍ୱାସ ହେତୁ ସୁନ୍ନତିକୁ ଓ ବିଶ୍ୱାସ ଦ୍ୱାରା ଅସୁନ୍ନତିକୁ ଧାର୍ମିକ ଗଣିବେ। Ver Capítuloପବିତ୍ର ବାଇବଲ30 ପରମେଶ୍ୱର ହେଉଛନ୍ତି ମାତ୍ର ଜଣେ, ସେ ଯିହୂଦୀମାନଙ୍କୁ ସେମାନଙ୍କ ବିଶ୍ୱାସ ଆଧାରରେ ତାହାଙ୍କ ସହିତ ଧାର୍ମିକ କରିବେ। ଅଣଯିହୂଦୀମାନଙ୍କୁ ମଧ୍ୟ ସେମାନଙ୍କର ବିଶ୍ୱାସ ପାଇଁ ସେ ଧାର୍ମିକ କରିବେ। Ver Capítulo |