ରୋମୀୟ 3:5 - ଓଡିଆ ବାଇବେଲ5 କିନ୍ତୁ ଯଦି ଆମ୍ଭମାନଙ୍କର ଅଧାର୍ମିକତା ଈଶ୍ୱରଙ୍କ ଧାର୍ମିକତା ପ୍ରମାଣ କରେ, ତେବେ ଆମ୍ଭେମାନେ କ'ଣ କହିବା ? ଯେଉଁ ଈଶ୍ୱର କ୍ରୋଧରେ ପ୍ରତିଫଳ ଦିଅନ୍ତି, ସେ କି ଅଧାର୍ମିକ ? ମୁଁ ମନୁଷ୍ୟ ଭାବରେ କହୁଅଛି । Ver Capítuloପବିତ୍ର ବାଇବଲ (Re-edited) - (BSI)5 କିନ୍ତୁ ଯଦି ଆମ୍ଭମାନଙ୍କର ଅଧାର୍ମିକତା ଈଶ୍ଵରଙ୍କ ଧାର୍ମିକତା ସପ୍ରମାଣ କରେ, ତେବେ ଆମ୍ଭେମାନେ କଅଣ କହିବା? ଯେଉଁ ଈଶ୍ଵର କ୍ରୋଧରେ ପ୍ରତିଫଳ ଦିଅନ୍ତି, ସେ କି ଅଧାର୍ମିକ? ମୁଁ ମନୁଷ୍ୟ ଭାବରେ କହୁଅଛି। Ver Capítuloପବିତ୍ର ବାଇବଲ (CL) NT (BSI)5 ଏଠାରେ ଗୋଟିଏ ପ୍ରଶ୍ନ ହୋଇପାରେ, “ଯଦି ଆମର ଅଧାର୍ମିକତା ଈଶ୍ୱରଙ୍କ ଧାର୍ମିକତା ପ୍ରମାଣ କରେ, ତେବେ ଈଶ୍ୱର ଆମକୁ ଦଣ୍ଡ ଦେଇ ଅନ୍ୟାୟ କରୁଛନ୍ତି ବୋଲି କହି ପାରିବା କି? Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 କିନ୍ତୁ ଯଦି ଆମ୍ଭମାନଙ୍କର ଅଧାର୍ମିକତା ଈଶ୍ବରଙ୍କ ଧାର୍ମିକତା ପ୍ରମାଣ କରେ, ତେବେ ଆମ୍ଭେମାନେ କଅଣ କହିବା? ଯେଉଁ ଈଶ୍ବର କ୍ରୋଧରେ ପ୍ରତିଫଳ ଦିଅନ୍ତି, ସେ କି ଅଧାର୍ମିକ? ମୁଁ ମନୁଷ୍ୟର ବିଚାର ଅନୁସାରେ କହୁଅଛି। Ver Capítuloପବିତ୍ର ବାଇବଲ5 ଆମ୍ଭେ ଯେତେବେଳେ ଭୁଲ୍ କରୁ, ସେଥିରୁ ସ୍ପଷ୍ଟ ଭାବରେ ଜଣା ପଡ଼େ ଯେ ପରମେଶ୍ୱର ହେଉଛନ୍ତି ଠିକ୍। ସେଥିପାଇଁ ପରମେଶ୍ୱର ଯେତେବେଳେ ଆମ୍ଭକୁ ଦଣ୍ଡ ଦିଅନ୍ତି, କ’ଣ ଆମ୍ଭେ କହି ପାରିବା ଯେ, ସେ ଅନ୍ୟାୟୀ? ମୁଁ କେତେକ ଲୋକଙ୍କ ଭାବିବାର ଢଙ୍ଗ ବିଷୟରେ କହୁଛି। Ver Capítulo |