La Biblia Online

- Anuncios -




ରୋମୀୟ 3:7 - ଓଡିଆ ବାଇବେଲ

7 କିନ୍ତୁ ଯଦି ମୋହର ମିଥ୍ୟା ଦ୍ୱାରା ଈଶ୍ୱରଙ୍କ ସତ୍ୟ ତାହାଙ୍କ ଗୌରବ ନିମନ୍ତେ ପ୍ରଚୁର ଭାବରେ ବୃଦ୍ଧି ପାଇଲା, ତାହାହେଲେ ମୁଁ ମଧ୍ୟ ଆଉ କାହିଁକି ପାପୀ ବୋଲି ବିଚାରିତ ହେଉଅଛି ?

Ver Capítulo Copiar

ପବିତ୍ର ବାଇବଲ (Re-edited) - (BSI)

7 କିନ୍ତୁ ଯଦି ମୋହର ମିଥ୍ୟା ଦ୍ଵାରା ଈଶ୍ଵରଙ୍କ ସତ୍ୟ ତାହାଙ୍କ ଗୌରବ ନିମନ୍ତେ ପ୍ରଚୁର ଭାବରେ ବୁଦ୍ଧି ପାଇଲା, ତାହାହେଲେ ମୁଁ ମଧ୍ୟ ଆଉ କାହିଁକି ପାପୀ ବୋଲି ବିଚାରିତ ହେଉଅଛି?

Ver Capítulo Copiar

ପବିତ୍ର ବାଇବଲ (CL) NT (BSI)

7 କିନ୍ତୁ ଯଦି ମୋର ଅସତ୍ୟତା ଦ୍ୱାରା ଈଶ୍ୱରଙ୍କ ସତ୍ୟପରାୟଣତା ଅଧିକ ସ୍ପଷ୍ଟ ରୂପେ ପ୍ରକାଶିତ ହୁଏ ଓ ସେ ଗୌରବାନ୍ୱିତ ହୁଅନ୍ତି, ମୁଁ ପାପୀ ବୋଲି କାହିଁକି ଦଣ୍ଡନୀୟ ହେବି?

Ver Capítulo Copiar

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 କିନ୍ତୁ ଯଦି ମୋହର ମିଥ୍ୟା ଦ୍ୱାରା ଈଶ୍ବରଙ୍କ ସତ୍ୟ ତାହାଙ୍କ ଗୌରବ ନିମନ୍ତେ ପ୍ରଚୁର ଭାବରେ ବୃଦ୍ଧି ପାଇଲା, ତାହାହେଲେ ମୁଁ ମଧ୍ୟ ଆଉ କାହିଁକି ପାପୀ ବୋଲି ବିଚାରିତ ହେଉଅଛି?

Ver Capítulo Copiar

ପବିତ୍ର ବାଇବଲ

7 ଜଣେ ଲୋକ କହିପାରେ, “ଯେତେବେଳେ ମୁଁ ମିଛ କହେ ତାହା ପ୍ରକୃତରେ ପରମେଶ୍ୱରଙ୍କୁ ଅଧିକତର ମହିମା ପ୍ରଦାନକରେ, କାରଣ ମୋ’ ମିଛ, ପରମେଶ୍ୱରଙ୍କ ସତ୍ୟକୁ ପ୍ରକାଶ କରେ।” ସେଥିପାଇଁ ମୋତେ ପାପୀ ବୋଲି କାହିଁକି ବିଗ୍ଭର କରାଗଲା?

Ver Capítulo Copiar




ରୋମୀୟ 3:7

Síguenos en:

Anuncios


Anuncios