ରୋମୀୟ 4:25 - ଓଡିଆ ବାଇବେଲ25 ସେହି ଯୀଶୁ ଆମ୍ଭମାନଙ୍କ ଅପରାଧ ନିମନ୍ତେ ସମର୍ପିତ ହେଲେ, ପୁଣି, ଆମ୍ଭେମାନେ ଧାର୍ମିକ ଗଣିତ ହେବା ନିମନ୍ତେ ଉତ୍ଥାପିତ ହେଲେ । Ver Capítuloପବିତ୍ର ବାଇବଲ (Re-edited) - (BSI)25 ସେହି ଯୀଶୁ ଆମ୍ଭମାନଙ୍କ ଅପରାଧ ନିମନ୍ତେ ସମର୍ପିତ ହେଲେ, ପୁଣି ଆମ୍ଭେମାନେ ଧାର୍ମିକ ଗଣିତ ହେବା ନିମନ୍ତେ ଉତ୍ଥାପିତ ହେଲେ। Ver Capítuloପବିତ୍ର ବାଇବଲ (CL) NT (BSI)25 ସେହି ପ୍ରଭୁ ଯୀଶୁ ଆମ୍ଭମାନଙ୍କ ପାପର ପ୍ରାୟଶ୍ଚିତ୍ତରୂପେ ମୃତ୍ୟୁଭୋଗ କରିଥିଲେ ଏବଂ ଈଶ୍ୱରଙ୍କ ନିକଟରେ ଆମ୍ଭମାନଢ଼ଙ୍କୁ ଧାର୍ମିକ କରାଇବା ପାଇଁ ପୁନରୁତ୍ଥିତ ହୋଇଥିଲେ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ସେହି ଯୀଶୁ ଆମ୍ଭମାନଙ୍କ ଅପରାଧ ନିମନ୍ତେ ସମର୍ପିତ ହେଲେ, ପୁଣି, ଆମ୍ଭେମାନେ ଧାର୍ମିକ ଗଣିତ ହେବା ନିମନ୍ତେ ପୁନରୁତ୍ଥିତ ହେଲେ। Ver Capítuloପବିତ୍ର ବାଇବଲ25 ଆମ୍ଭର ପାପ ଲାଗି ଯୀଶୁଙ୍କୁ ମୃତ୍ୟୁ ନିମନ୍ତେ ସମର୍ପିତ କରାହେଲା। ଆମ୍ଭକୁ ପରମେଶ୍ୱରଙ୍କଠାରେ ଧାର୍ମିକ କରିବା ଲାଗି ଯୀଶୁ ମୃତ୍ୟୁରୁ ପୁନର୍ଜୀବିତ ହେଲେ। Ver Capítulo |