1 ବଂଶାବଳୀ 10:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିମଧ୍ୟରେ ପଲେଷ୍ଟୀୟମାନେ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କଲେ; ପୁଣି, ଇସ୍ରାଏଲ ଲୋକମାନେ ପଲେଷ୍ଟୀୟମାନଙ୍କ ସମ୍ମୁଖରୁ ପଳାଇ ଗିଲ୍ବୋୟ ପର୍ବତରେ ହତ ହୋଇ ପଡ଼ିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ଏଥି ମଧ୍ୟରେ ପଲେଷ୍ଟୀୟମାନେ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କଲେ; ପୁଣି ଇସ୍ରାଏଲ ଲୋକମାନେ ପଲେଷ୍ଟୀୟମାନଙ୍କ ସମ୍ମୁଖରୁ ପଳାଇ ଗିଲ୍ବୋୟ ପର୍ବତରେ ହତ ହୋଇ ପଡ଼ିଲେ। Viz kapitolaଓଡିଆ ବାଇବେଲ1 ଏଥି ମଧ୍ୟରେ ପଲେଷ୍ଟୀୟମାନେ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କଲେ; ପୁଣି, ଇସ୍ରାଏଲ ଲୋକମାନେ ପଲେଷ୍ଟୀୟମାନଙ୍କ ସମ୍ମୁଖରୁ ପଳାଇ ଗିଲ୍ବୋୟ ପର୍ବତରେ ହତ ହୋଇ ପଡ଼ିଲେ। Viz kapitolaପବିତ୍ର ବାଇବଲ1 ପଲେଷ୍ଟୀୟ ଲୋକମାନେ ଇସ୍ରାଏଲ ଲୋକମାନଙ୍କର ବିରୁଦ୍ଧରେ ଯୁଦ୍ଧ କଲେ। ଇସ୍ରାଏଲ ଲୋକମାନେ ପଲେଷ୍ଟୀୟମାନଙ୍କ ନିକଟରୁ ପଳାୟନ କଲେ। ଅନେକ ଇସ୍ରାଏଲୀୟ ଲୋକ ଗିଲ୍ବୋୟ ପର୍ବତ ଉପରେ ନିହତ ହେଲେ। Viz kapitola |