1 ବଂଶାବଳୀ 10:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଏହିରୂପେ ଶାଉଲଙ୍କ ସଙ୍ଗେ ଭାରୀ ଯୁଦ୍ଧ ହେଲା ଓ ଧନୁର୍ଦ୍ଧରମାନେ ତାଙ୍କୁ ଧରିଲେ; ଆଉ ଧନୁର୍ଦ୍ଧରମାନଙ୍କ ସକାଶୁ ସେ ଆହତ ହେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)3 ଏହିରୂପେ ଶାଉଲଙ୍କ ସଙ୍ଗେ ଭାରୀ ଯୁଦ୍ଧ ହେଲା ଓ ଧନୁର୍ଦ୍ଧରମାନେ ତାଙ୍କୁ ଧରିଲେ; ଆଉ ଧନୁର୍ଦ୍ଧରମାନଙ୍କ ସକାଶୁ ସେ ତ୍ରାସଯୁକ୍ତ ହେଲେ। Viz kapitolaଓଡିଆ ବାଇବେଲ3 ଏହିରୂପେ ଶାଉଲଙ୍କ ସଙ୍ଗେ ଭାରୀ ଯୁଦ୍ଧ ହେଲା ଓ ଧନୁର୍ଦ୍ଧରମାନେ ତାଙ୍କୁ ଧରିଲେ; ଆଉ ଧନୁର୍ଦ୍ଧରମାନଙ୍କ ସକାଶୁ ସେ ଆହତ ହେଲେ। Viz kapitolaପବିତ୍ର ବାଇବଲ3 ଶାଉଲଙ୍କ ଚତୁର୍ଦ୍ଦିଗରେ ଯୁଦ୍ଧ କ୍ରମେ ପ୍ରବଳତର ହେବାକୁ ଲାଗିଲା। ଏବଂ ଧନୁର୍ଦ୍ଧରମାନେ ଶାଉଲଙ୍କୁ ତାଙ୍କ ଶର ଦ୍ୱାରା ବିନ୍ଧି ପକାଇଲେ ଏବଂ ସେ ସେମାନଙ୍କ ଶର ଦ୍ୱାରା କ୍ଷତାକ୍ତ ହେଲେ। Viz kapitola |