1 ବଂଶାବଳୀ 11:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 “ମୋʼ ପରମେଶ୍ୱର ଏପରି କର୍ମ କରିବାକୁ ମୋତେ ନ ଦେଉନ୍ତୁ; ପ୍ରାଣପଣରେ ଗମନକାରୀ ଏହି ମନୁଷ୍ୟମାନଙ୍କ ରକ୍ତ କି ମୁଁ ପାନ କରିବି? କାରଣ ସେମାନେ ପ୍ରାଣପଣରେ ତାହା ଆଣିଅଛନ୍ତି।” ଏଣୁ ସେ ତାହା ପାନ କରିବାକୁ ସମ୍ମତ ହେଲେ ନାହିଁ। ଏହି ସକଳ କର୍ମ ସେହି ତିନି ବୀର କରିଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)19 ମୋʼ ପରମେଶ୍ଵର ଏପରି କର୍ମ କରିବାକୁ ମୋତେ ନ ଦେଉନ୍ତୁ; ପ୍ରାଣପଣରେ ଗମନକାରୀ ଏହି ମନୁଷ୍ୟମାନଙ୍କ ରକ୍ତ କି ମୁଁ ପାନ କରିବି? କାରଣ ସେମାନେ ପ୍ରାଣପଣରେ ତାହା ଆଣିଅଛନ୍ତି। ଏଣୁ ସେ ତାହା ପାନ କରିବାକୁ ସମ୍ମତ ହେଲେ ନାହିଁ। ଏହି ସକଳ କର୍ମ ସେହି ତିନି ବୀର କରିଥିଲେ। Viz kapitolaଓଡିଆ ବାଇବେଲ19 “ମୋ’ ପରମେଶ୍ୱର ଏପରି କର୍ମ କରିବାକୁ ମୋତେ ନ ଦେଉନ୍ତୁ; ପ୍ରାଣପଣରେ ଗମନକାରୀ ଏହି ମନୁଷ୍ୟମାନଙ୍କ ରକ୍ତ କି ମୁଁ ପାନ କରିବି ? କାରଣ ସେମାନେ ପ୍ରାଣପଣରେ ତାହା ଆଣିଅଛନ୍ତି।” ଏଣୁ ସେ ତାହା ପାନ କରିବାକୁ ସମ୍ମତ ହେଲେ ନାହିଁ। ଏହି ସକଳ କର୍ମ ସେହି ତିନି ବୀର କରିଥିଲେ। Viz kapitolaପବିତ୍ର ବାଇବଲ19 ଦାଉଦ କହିଲେ, “ହେ ପରମେଶ୍ୱର, ମୁଁ ଏହି ଜଳକୁ ପାନ କରି ନ ପାରେ। କାରଣ ଯେଉଁ ଲୋକମାନେ ନିଜ ଜୀବନକୁ ବିପନ୍ନ କରି ଏହି ଜଳ ମୋ’ ନିମନ୍ତେ ଆଣି ଅଛନ୍ତି, ମୁଁ ତାହା ପାନ କରିବା ଦ୍ୱାରା ସେମାନଙ୍କ ରକ୍ତ ପାନ କରିବା ସଦୃଶ ହେବ।” ସେଥି ନିମନ୍ତେ ଦାଉଦ ସେହି ଜଳପାନ କରିବାକୁ ମନା କଲେ। ଏହିପରି ଏହି ତିନି ବୀର ଅନେକ ଦୁଃସାହସିକ କାର୍ଯ୍ୟମାନ କରିଥିଲେ। Viz kapitola |