1 ବଂଶାବଳୀ 11:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ପରାକ୍ରାନ୍ତ କର୍ମକାରୀ କବ୍ସେଲୀୟ ଏକ ବିକ୍ରମୀ ପୁରୁଷର ପୌତ୍ର ଯିହୋୟାଦାର ପୁତ୍ର ଯେ ବନାୟ, ସେ ମୋୟାବୀୟ ଅରୀୟେଲର ଦୁଇ ପୁତ୍ରଙ୍କୁ ବଧ କଲା; ମଧ୍ୟ ସେ ହିମପାତ ସମୟରେ ଯାଇ ଗର୍ତ୍ତ ମଧ୍ୟରେ ଏକ ସିଂହକୁ ବଧ କଲା। Viz kapitolaପବିତ୍ର ବାଇବଲ (Re-edited) - (BSI)22 ପରାକ୍ରା; କର୍ମକାରୀ କବ୍ସେଲୀୟ ଏକ ବିକ୍ରମୀ ପୁରୁଷର ପୌତ୍ର ଯିହୋୟାଦାର ପୁତ୍ର ଯେ ବନାୟ, ସେ ମୋୟାବୀୟ ଅରୀୟେଲର ଦୁଇ ପୁତ୍ରଙ୍କୁ ବଧ କଲା; ମଧ୍ୟ ସେ ହିମପାତ ସମୟରେ ଯାଇ ଗର୍ତ୍ତ ମଧ୍ୟରେ ଏକ ସିଂହକୁ ବଧ କଲା। Viz kapitolaଓଡିଆ ବାଇବେଲ22 ପରାକ୍ରାନ୍ତ କର୍ମକାରୀ କବ୍ସେଲୀୟ ଏକ ବିକ୍ରମୀ ପୁରୁଷର ପୌତ୍ର ଯିହୋୟାଦାର ପୁତ୍ର ଯେ ବନାୟ, ସେ ମୋୟାବୀୟ ଅରୀୟେଲର ଦୁଇ ପୁତ୍ରଙ୍କୁ ବଧ କଲା; ମଧ୍ୟ ସେ ହିମପାତ ସମୟରେ ଯାଇ ଗର୍ତ୍ତ ମଧ୍ୟରେ ଏକ ସିଂହକୁ ବଧ କଲା। Viz kapitolaପବିତ୍ର ବାଇବଲ22 ଯିହୋୟାଦାରଙ୍କ ପୁତ୍ର ବନାୟ ଜଣେ ପରାକ୍ରମୀ ବ୍ୟକ୍ତିଙ୍କର ପୁତ୍ର ଥିଲେ। ସେ କବସେଲୀୟ ଲୋକ ଥିଲେ। ବନାୟ ସାହସୀ କାର୍ଯ୍ୟମାନ କଲେ। ବନାୟ ମୋୟାବ ଦେଶର ସର୍ବୋତ୍ତମ ଲୋକମାନଙ୍କ ମଧ୍ୟରୁ ଦୁଇ ଜଣକୁ ବଧ କଲେ। ଦିନେ, ତୁଷାରପାତ ହେଉଥିବା ସମୟରେ ବନାୟ ଭୂମି ମଧ୍ୟସ୍ଥ ଏକ ଗାତ ମଧ୍ୟରେ ପଶି ଗୋଟିଏ ସିଂହକୁ ବଧ କଲେ। Viz kapitola |