1 ବଂଶାବଳୀ 11:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଆଉ ଦାଉଦ ଚତୁର୍ଦ୍ଦିଗରେ, ଅର୍ଥାତ୍, ମିଲ୍ଲୋଠାରୁ ଚତୁର୍ଦ୍ଦିଗରେ ନଗର ନିର୍ମାଣ କଲେ; ପୁଣି, ଯୋୟାବ ନଗରର ଅବଶିଷ୍ଟ ସ୍ଥାନ ପୁନଃନିର୍ମାଣ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)8 ଆଉ ଦାଉଦ ଚତୁର୍ଦ୍ଦିଗରେ, ଅର୍ଥାତ୍, ମିଲ୍ଲୋଠାରୁ ଚତୁର୍ଦିଗରେ ନଗର ନିର୍ମାଣ କଲେ; ପୁଣି ଯୋୟାବ୍ ନଗରର ଅବଶିଷ୍ଟ ସ୍ଥାନ ପୁନର୍ନିର୍ମାଣ କଲେ। Viz kapitolaଓଡିଆ ବାଇବେଲ8 ଆଉ ଦାଉଦ ଚତୁର୍ଦ୍ଦିଗରେ, ଅର୍ଥାତ୍, ମିଲ୍ଲୋଠାରୁ ଚତୁର୍ଦ୍ଦିଗରେ ନଗର ନିର୍ମାଣ କଲେ; ପୁଣି, ଯୋୟାବ ନଗରର ଅବଶିଷ୍ଟ ସ୍ଥାନ ପୁନଃନିର୍ମାଣ କଲେ। Viz kapitolaପବିତ୍ର ବାଇବଲ8 ଦାଉଦ ଦୁର୍ଗର ଚତୁର୍ଦ୍ଦିଗରେ ନଗର ନିର୍ମାଣ କଲେ। ସେ ମିଲ୍ଲୋଠାରୁ ନଗରର ଚତୁର୍ଦ୍ଦିଗସ୍ଥ ପ୍ରାଚୀର ପର୍ଯ୍ୟନ୍ତ ତାହା ନିର୍ମାଣ କଲେ। ଯୋୟାବ୍ ନଗରର ଅନ୍ୟ ଅଂଶଗୁଡ଼ିକର ମରାମତି କାର୍ଯ୍ୟ କଲେ। Viz kapitola |