1 ବଂଶାବଳୀ 12:31 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ପୁଣି, ମନଃଶିର ଅର୍ଦ୍ଧ ବଂଶରୁ ଅଠର ହଜାର ଲୋକ, ଏମାନେ ଦାଉଦଙ୍କୁ ରାଜା କରିବା ଲାଗି ମନୋନୀତ ଲୋକ ନାମରେ ନିର୍ଦ୍ଦିଷ୍ଟ ହୋଇଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)31 ପୁଣି ମନଃଶିର ଅର୍ଦ୍ଧବଂଶରୁ ଅଠର ହଜାର ଲୋକ, ଏମାନେ ଦାଉଦଙ୍କୁ ରାଜା କରିବା ଲାଗି ଆସିବାକୁ ନାମରେ ନିର୍ଦ୍ଦିଷ୍ଟ ହୋଇଥିଲେ। Viz kapitolaଓଡିଆ ବାଇବେଲ31 ପୁଣି, ମନଃଶିର ଅର୍ଦ୍ଧ ବଂଶରୁ ଅଠର ହଜାର ଲୋକ, ଏମାନେ ଦାଉଦଙ୍କୁ ରାଜା କରିବା ଲାଗି ମନୋନୀତ ଲୋକ ନାମରେ ନିର୍ଦ୍ଦିଷ୍ଟ ହୋଇଥିଲେ। Viz kapitolaପବିତ୍ର ବାଇବଲ31 ମନଃଶିର ଅର୍ଦ୍ଧେକ ଗୋଷ୍ଠୀରୁ 18,000 ଲୋକ ଥିଲେ। ଦାଉଦଙ୍କୁ ରାଜା କରିବା ପାଇଁ ସେମାନଙ୍କୁ ନାମ ଧରି ଡକା ଯାଇଥିଲା। Viz kapitola |