1 ବଂଶାବଳୀ 13:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ସେତେବେଳେ ଉଷ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା ଓ ସିନ୍ଦୁକ ପ୍ରତି ହସ୍ତ ବିସ୍ତାର କରିବା ସକାଶୁ ସେ ତାହାକୁ ଆଘାତ କଲେ; ତହୁଁ ସେ ସେଠାରେ ପରମେଶ୍ୱରଙ୍କ ସାକ୍ଷାତରେ ମଲା। Viz kapitolaପବିତ୍ର ବାଇବଲ (Re-edited) - (BSI)10 ସେତେବେଳେ ଉଷ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ଵଳିତ ହେଲା ଓ ସିନ୍ଦୁକ ପ୍ରତି ହସ୍ତ ବିସ୍ତାର କରିବା ହେତୁରୁ ସେ ତାହାକୁ ଆଘାତ କଲେ; ତହୁଁ ସେ ସେଠାରେ ପରମେଶ୍ଵରଙ୍କ ସାକ୍ଷାତରେ ମଲା। Viz kapitolaଓଡିଆ ବାଇବେଲ10 ସେତେବେଳେ ଉଷ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା ଓ ସିନ୍ଦୁକ ପ୍ରତି ହସ୍ତ ବିସ୍ତାର କରିବା ସକାଶୁ ସେ ତାହାକୁ ଆଘାତ କଲେ; ତହୁଁ ସେ ସେଠାରେ ପରମେଶ୍ୱରଙ୍କ ସାକ୍ଷାତରେ ମଲା। Viz kapitolaପବିତ୍ର ବାଇବଲ10 ସଦାପ୍ରଭୁ ଉଷ ପ୍ରତି ଅତ୍ୟନ୍ତ କ୍ରୋଧାନ୍ୱିତ ହେଲେ। ସଦାପ୍ରଭୁ ଉଷକୁ ବଧ କଲେ, କାରଣ ସେ ସିନ୍ଦୁକକୁ ସ୍ପର୍ଶ କଲା। ତେଣୁ ଉଷ ସେହିଠାରେ ପରମେଶ୍ୱରଙ୍କ ସମ୍ମୁଖରେ ମୃତ୍ୟୁ ଭୋଗ କଲା। Viz kapitola |