1 ବଂଶାବଳୀ 13:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଆଉ ଦାଉଦ ସେହି ଦିନ ପରମେଶ୍ୱରଙ୍କ ବିଷୟରେ ଭୟ ପାଇ କହିଲେ, “ମୁଁ କିପରି ପରମେଶ୍ୱରଙ୍କ ସିନ୍ଦୁକ ମୋʼ ନିକଟକୁ ଗୃହକୁ ଆଣିବି?” Viz kapitolaପବିତ୍ର ବାଇବଲ (Re-edited) - (BSI)12 ଆଉ ଦାଉଦ ସେହି ଦିନ ପରମେଶ୍ଵରଙ୍କ ବିଷୟରେ ଭୟ ପାଇ କହିଲେ, ମୁଁ କିରୂପେ ପରମେଶ୍ଵରଙ୍କ ସିନ୍ଦୁକ ମୋʼ କତିକି ଗୃହକୁ ଆଣିବି? Viz kapitolaଓଡିଆ ବାଇବେଲ12 ଆଉ ଦାଉଦ ସେହି ଦିନ ପରମେଶ୍ୱରଙ୍କ ବିଷୟରେ ଭୟ ପାଇ କହିଲେ, “ମୁଁ କିପରି ପରମେଶ୍ୱରଙ୍କ ସିନ୍ଦୁକ ମୋ’ ନିକଟକୁ ଗୃହକୁ ଆଣିବି ?” Viz kapitolaପବିତ୍ର ବାଇବଲ12 ସେହି ଦିନ ଦାଉଦ ପରମେଶ୍ୱରଙ୍କୁ ଭୟ କଲେ। ଦାଉଦ କହିଲେ, “ମୁଁ ଏଠାକୁ ମୋ’ ନିକଟକୁ ନିୟମସିନ୍ଦୁକକୁ ଆଣିପାରିବି ନାହିଁ।” Viz kapitola |