1 ବଂଶାବଳୀ 13:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଆଉ ଦାଉଦ ଇସ୍ରାଏଲର ସମଗ୍ର ସମାଜକୁ କହିଲେ, “ଯଦି ତୁମ୍ଭମାନଙ୍କୁ ଉତ୍ତମ ଦେଖାଯାଏ ଓ ଯଦି ତାହା ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଆଡ଼ୁ ହୁଏ, ତେବେ ଇସ୍ରାଏଲର ସମୁଦାୟ ପ୍ରଦେଶରେ ଆମ୍ଭମାନଙ୍କ ଅବଶିଷ୍ଟ ଭ୍ରାତୃଗଣ ଓ ସେମାନଙ୍କ ସଙ୍ଗେ ଆପଣା ଆପଣା ତଳିଭୂମି-ବିଶିଷ୍ଟ ନଗରରେ ବାସକାରୀ ଯାଜକମାନେ ଓ ଲେବୀୟମାନେ ଯେପରି ଆମ୍ଭମାନଙ୍କ ନିକଟରେ ଏକତ୍ରିତ ହୁଅନ୍ତି, ଏନିମନ୍ତେ ଆସ, ଆମ୍ଭେମାନେ ସର୍ବତ୍ର ସେମାନଙ୍କ ନିକଟକୁ ଲୋକ ପଠାଉ। Viz kapitolaପବିତ୍ର ବାଇବଲ (Re-edited) - (BSI)2 ଆଉ ଦାଉଦ ଇସ୍ରାଏଲର ସମଗ୍ର ସମାଜକୁ କହିଲେ, ଯେବେ ତୁମ୍ଭମାନଙ୍କୁ ଉତ୍ତମ ଦେଖାଯାଏ ଓ ଯେବେ ତାହା ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵରଙ୍କ ଆଡ଼ୁ ହୁଏ, ତେବେ ଇସ୍ରାଏଲର ସମୁଦାୟ ପ୍ରଦେଶରେ ଆମ୍ଭମାନଙ୍କ ଅବଶିଷ୍ଟ ଭ୍ରାତୃଗଣ ଓ ସେମାନଙ୍କ ସଙ୍ଗେ ଆପଣା ଆପଣା ତଳିଭୂମିବିଶିଷ୍ଟ ନଗରରେ ବାସକାରୀ ଯାଜକମାନେ ଓ ଲେବୀୟମାନେ ଯେପରି ଆମ୍ଭମାନଙ୍କ ନିକଟରେ ଏକତ୍ରିତ ହୁଅନ୍ତି, ଏନିମନ୍ତେ ଆସ, ଆମ୍ଭେମାନେ ସର୍ବତ୍ର ସେମାନଙ୍କ ନିକଟକୁ ଲୋକ ପଠାଉ। Viz kapitolaଓଡିଆ ବାଇବେଲ2 ଆଉ ଦାଉଦ ଇସ୍ରାଏଲର ସମଗ୍ର ସମାଜକୁ କହିଲେ, “ଯଦି ତୁମ୍ଭମାନଙ୍କୁ ଉତ୍ତମ ଦେଖାଯାଏ ଓ ଯଦି ତାହା ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଆଡ଼ୁ ହୁଏ, ତେବେ ଇସ୍ରାଏଲର ସମୁଦାୟ ପ୍ରଦେଶରେ ଆମ୍ଭମାନଙ୍କ ଅବଶିଷ୍ଟ ଭ୍ରାତୃଗଣ ଓ ସେମାନଙ୍କ ସଙ୍ଗେ ଆପଣା ଆପଣା ତଳିଭୂମି-ବିଶିଷ୍ଟ ନଗରରେ ବାସକାରୀ ଯାଜକମାନେ ଓ ଲେବୀୟମାନେ ଯେପରି ଆମ୍ଭମାନଙ୍କ ନିକଟରେ ଏକତ୍ରିତ ହୁଅନ୍ତି, ଏନିମନ୍ତେ ଆସ, ଆମ୍ଭେମାନେ ସର୍ବତ୍ର ସେମାନଙ୍କ ନିକଟକୁ ଲୋକ ପଠାଉ। Viz kapitolaପବିତ୍ର ବାଇବଲ2 ଏହା ପରେ ଦାଉଦ ଇସ୍ରାଏଲର ସମସ୍ତ ଲୋକଙ୍କୁ ଏକତ୍ର କରି ଆପଣା ନିକଟକୁ ଡାକିଲେ। ସେ ସେମାନଙ୍କୁ କହିଲେ, “ଯଦି ତୁମ୍ଭେମାନେ ଭାବୁଛ ଯେ ଏହା ଏକ ଉତ୍ତମ ବିଷୟ ଓ ସଦାପ୍ରଭୁ ଯଦି ତାହା ହିଁ ଇଚ୍ଛା କରନ୍ତି, ତେବେ ଆସ, ଇସ୍ରାଏଲର ସମସ୍ତ ଅଞ୍ଚଳରେ ଥିବା ଆମ୍ଭମାନଙ୍କର ଭ୍ରାତାମାନଙ୍କ ନିକଟକୁ ଗୋଟିଏ ବାର୍ତ୍ତା ପ୍ରେରଣ କରିବା। ଆମ୍ଭମାନଙ୍କ ଭ୍ରାତାମାନଙ୍କ ସହିତ ସେମାନଙ୍କ ସହରରେ ଓ ସହର ନିକଟସ୍ଥ କ୍ଷେତ୍ରମାନଙ୍କରେ ବାସ କରୁଥିବା ଯାଜକ ଓ ଲେବୀୟମାନଙ୍କ ନିକଟକୁ ମଧ୍ୟ ବାର୍ତ୍ତା ପଠାଇବା। ଏହି ବାର୍ତ୍ତା ସେମାନଙ୍କୁ ଜଣାଉ ଯେ, ସେମାନେ ଆସି ଆମ୍ଭମାନଙ୍କ ସହିତ ଯୋଗ ଦିଅନ୍ତୁ। Viz kapitola |