1 ବଂଶାବଳୀ 14:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ପୁଣି, ତୁମ୍ଭେ ତୂତ ବୃକ୍ଷ ତୋଟା ଉପରେ ସୈନ୍ୟଗମନର ଶବ୍ଦ ଶୁଣିଲେ, ଯୁଦ୍ଧକୁ ବାହାରିବ; କାରଣ ପରମେଶ୍ୱର ପଲେଷ୍ଟୀୟ ସୈନ୍ୟଦଳକୁ ଆଘାତ କରିବା ପାଇଁ ତୁମ୍ଭ ସମ୍ମୁଖରେ ଅଗ୍ରସର ହେବେ।” Viz kapitolaପବିତ୍ର ବାଇବଲ (Re-edited) - (BSI)15 ପୁଣି ତୁମ୍ଭେ ତୂତବୃକ୍ଷ ତୋଟା ଉପରେ ସୈନ୍ୟଗମନର ଶଦ୍ଦ ଶୁଣିଲେ, ଯୁଦ୍ଧକୁ ବାହାରିବ; କାରଣ ପରମେଶ୍ଵର ପଲେଷ୍ଟୀୟ ସୈନ୍ୟଦଳକୁ ଆଘାତ କରିବା ପାଇଁ ତୁମ୍ଭ ସମ୍ମୁଖରେ ଅଗ୍ରସର ହେବେ। Viz kapitolaଓଡିଆ ବାଇବେଲ15 ପୁଣି, ତୁମ୍ଭେ ତୂତ ବୃକ୍ଷ ତୋଟା ଉପରେ ସୈନ୍ୟଗମନର ଶବ୍ଦ ଶୁଣିଲେ, ଯୁଦ୍ଧକୁ ବାହାରିବ; କାରଣ ପରମେଶ୍ୱର ପଲେଷ୍ଟୀୟ ସୈନ୍ୟଦଳକୁ ଆଘାତ କରିବା ପାଇଁ ତୁମ୍ଭ ସମ୍ମୁଖରେ ଅଗ୍ରସର ହେବେ।” Viz kapitolaପବିତ୍ର ବାଇବଲ15 ଜଣେ ଜଗୁଆଳୀକୁ ଗଛ ଉପରେ ଚଢ଼ି ଜଗି ରହିବାକୁ କୁହ। ସେ ଯୁଦ୍ଧ ଯାତ୍ରାର ଶବ୍ଦ ଶୁଣିବା ମାତ୍ରକେ ତୁମ୍ଭେ ପଲେଷ୍ଟୀୟମାନଙ୍କ ଉପରେ ଆକ୍ରମଣ କରିବ। ଆମ୍ଭେ ପରମେଶ୍ୱର, ତୁମ୍ଭ ସମ୍ମୁଖରେ ଯିବା ଓ ପଲେଷ୍ଟୀୟ ସୈନ୍ୟଦଳକୁ ପରାସ୍ତ କରିବା।” Viz kapitola |