1 ବଂଶାବଳୀ 14:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ପୁଣି, ଦାଉଦ ଯିରୂଶାଲମରେ ଆହୁରି ଭାର୍ଯ୍ୟା ଗ୍ରହଣ କଲେ; ତହିଁରେ ଦାଉଦଙ୍କର ଆହୁରି ପୁତ୍ରକନ୍ୟା ଜାତ ହେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)3 ପୁଣି ଦାଉଦ ଯିରୂଶାଲମରେ ଆହୁରି ଭାର୍ଯ୍ୟା ଗ୍ରହଣ କଲେ; ତହିଁରେ ଦାଉଦଙ୍କର ଆହୁରି ପୁତ୍ରକନ୍ୟା ଜାତ ହେଲେ। Viz kapitolaଓଡିଆ ବାଇବେଲ3 ପୁଣି, ଦାଉଦ ଯିରୂଶାଲମରେ ଆହୁରି ଭାର୍ଯ୍ୟା ଗ୍ରହଣ କଲେ; ତହିଁରେ ଦାଉଦଙ୍କର ଆହୁରି ପୁତ୍ରକନ୍ୟା ଜାତ ହେଲେ। Viz kapitolaପବିତ୍ର ବାଇବଲ3 ଦାଉଦ ଯିରୁଶାଲମରେ ଆହୁରି ସ୍ତ୍ରୀମାନଙ୍କୁ ବିବାହ କଲେ। ତାଙ୍କର ଆହୁରି ପୁତ୍ର ଓ କନ୍ୟାମାନ ଜନ୍ମିଲେ। Viz kapitola |