1 ବଂଶାବଳୀ 14:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଏଉତ୍ତାରେ ଦାଉଦ ସମୁଦାୟ ଇସ୍ରାଏଲ ଉପରେ ରାଜାଭିଷିକ୍ତ ହୋଇଅଛନ୍ତି, ଏହା ପଲେଷ୍ଟୀୟମାନେ ଶୁଣନ୍ତେ, ସମସ୍ତ ପଲେଷ୍ଟୀୟ ଲୋକ ଦାଉଦଙ୍କୁ ଅନ୍ୱେଷଣ କରିବାକୁ ଗଲେ; ତହୁଁ ଦାଉଦ ତାହା ଶୁଣି ସେମାନଙ୍କ ବିରୁଦ୍ଧରେ ବାହାରିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)8 ଏଉତ୍ତାରେ ଦାଉଦ ସମୁଦାୟ ଇସ୍ରାଏଲ ଉପରେ ରାଜାଭିଷିକ୍ତ ହୋଇଅଛନ୍ତି, ଏହା ପଲେଷ୍ଟୀୟମାନେ ଶୁଣନ୍ତେ, ସମସ୍ତ ପଲେଷ୍ଟୀୟ ଲୋକ ଦାଉଦଙ୍କୁ ଅନ୍ଵେଷଣ କରିବାକୁ ଗଲେ; ତହୁଁ ଦାଉଦ ତାହା ଶୁଣି ସେମାନଙ୍କ ବିରୁଦ୍ଧରେ ବାହାରିଲେ। Viz kapitolaଓଡିଆ ବାଇବେଲ8 ଏଉତ୍ତାରେ ଦାଉଦ ସମୁଦାୟ ଇସ୍ରାଏଲ ଉପରେ ରାଜାଭିଷିକ୍ତ ହୋଇଅଛନ୍ତି, ଏହା ପଲେଷ୍ଟୀୟମାନେ ଶୁଣନ୍ତେ, ସମସ୍ତ ପଲେଷ୍ଟୀୟ ଲୋକ ଦାଉଦଙ୍କୁ ଅନ୍ୱେଷଣ କରିବାକୁ ଗଲେ; ତହୁଁ ଦାଉଦ ତାହା ଶୁଣି ସେମାନଙ୍କ ବିରୁଦ୍ଧରେ ବାହାରିଲେ। Viz kapitolaପବିତ୍ର ବାଇବଲ8 ପଲେଷ୍ଟୀୟ ଲୋକମାନେ ଶୁଣିବାକୁ ପାଇଲେ ଯେ, ଦାଉଦ ଇସ୍ରାଏଲର ରାଜା ହେବା ନିମନ୍ତେ ମନୋନୀତ ହୋଇଅଛନ୍ତି। ତେଣୁ ସମସ୍ତ ପଲେଷ୍ଟୀୟ ଲୋକେ ଦାଉଦଙ୍କୁ ଦେଖିବାକୁ ଗଲେ। ଦାଉଦ ତାହା ଶୁଣିଲେ। ତେଣୁ ସେ ପଲେଷ୍ଟୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ଗଲେ। Viz kapitola |