1 ବଂଶାବଳୀ 16:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ତୁମ୍ଭେମାନେ ତାହାଙ୍କ ପବିତ୍ର ନାମରେ ଦର୍ପ କର; ଯେଉଁମାନେ ସଦାପ୍ରଭୁଙ୍କର ଅନ୍ୱେଷଣ କରନ୍ତି, ସେମାନଙ୍କ ଚିତ୍ତ ଆନନ୍ଦିତ ହେଉ। Viz kapitolaପବିତ୍ର ବାଇବଲ (Re-edited) - (BSI)10 ତୁମ୍ଭେମାନେ ତାହାଙ୍କ ପବିତ୍ର ନାମରେ ଦର୍ପ କର; ଯେଉଁମାନେ ସଦାପ୍ରଭୁଙ୍କର ଅନ୍ଵେଷଣ କରନ୍ତି, ସେମାନଙ୍କ ଚିତ୍ତ ଆନନ୍ଦିତ ହେଉ। Viz kapitolaଓଡିଆ ବାଇବେଲ10 ତୁମ୍ଭେମାନେ ତାହାଙ୍କ ପବିତ୍ର ନାମରେ ଦର୍ପ କର; ଯେଉଁମାନେ ସଦାପ୍ରଭୁଙ୍କର ଅନ୍ୱେଷଣ କରନ୍ତି, ସେମାନଙ୍କ ଚିତ୍ତ ଆନନ୍ଦିତ ହେଉ। Viz kapitolaପବିତ୍ର ବାଇବଲ10 ପରମେଶ୍ୱରଙ୍କ ପବିତ୍ର ନାମ ପାଇଁ ଗର୍ବ କର। ହେ ସଦାପ୍ରଭୁଙ୍କ ନିକଟକୁ ଆସୁଥିବା ଜନବୃନ୍ଦ, ଆନନ୍ଦିତ ହୁଅ। Viz kapitola |