1 ବଂଶାବଳୀ 17:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ହେ ସଦାପ୍ରଭୋ! ତୁମ୍ଭ ତୁଲ୍ୟ ଆଉ କେହି ନାହିଁ, କିଅବା ଆମ୍ଭେମାନେ ନିଜ କର୍ଣ୍ଣରେ ଯାହା ଶୁଣିଅଛୁ, ତଦନୁସାରେ ତୁମ୍ଭ ଛଡ଼ା ଆଉ ପରମେଶ୍ୱର କେହି ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)20 ହେ ସଦାପ୍ରଭୋ ! ତୁମ୍ଭ ତୁଲ୍ୟ ଆଉ କେହି ନାହିଁ, କିଅବା ଆମ୍ଭେମାନେ ନିଜ କର୍ଣ୍ଣରେ ଯାହା ଶୁଣିଅଛୁ, ତଦନୁସାରେ ତୁମ୍ଭ ଛଡ଼ା ଆଉ ପରମେଶ୍ଵର କେହି ନାହିଁ। Viz kapitolaଓଡିଆ ବାଇବେଲ20 ହେ ସଦାପ୍ରଭୁ ! ତୁମ୍ଭ ତୁଲ୍ୟ ଆଉ କେହି ନାହିଁ, କିଅବା ଆମ୍ଭେମାନେ ନିଜ କର୍ଣ୍ଣରେ ଯାହା ଶୁଣିଅଛୁ, ତଦନୁସାରେ ତୁମ୍ଭ ଛଡ଼ା ଆଉ ପରମେଶ୍ୱର କେହି ନାହିଁ। Viz kapitolaପବିତ୍ର ବାଇବଲ20 ହେ ସଦାପ୍ରଭୁ, ତୁମ୍ଭ ତୁଲ୍ୟ ଆଉ କେହି ନାହାନ୍ତି। ଆଉ କୌଣସି ପରମେଶ୍ୱର ନାହାନ୍ତି। ଆଉ କୌଣସି ଦେବାଦେବୀ ଏପରି ମହତ୍ କର୍ମମାନ କରିବା ଆମ୍ଭେମାନେ କେବେ ଶୁଣି ନାହୁଁ। Viz kapitola |