1 ବଂଶାବଳୀ 17:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ତୁମ୍ଭ ଲୋକ ଇସ୍ରାଏଲ ତୁଲ୍ୟ ପୃଥିବୀରେ ଆଉ କେଉଁ ଗୋଷ୍ଠୀ ଅଛି? ସେମାନଙ୍କୁ ଆପଣା ଉଦ୍ଦେଶ୍ୟରେ ଏକ ଲୋକ ରୂପେ ମୁକ୍ତ କରିବାକୁ ଓ ମିସରରୁ ମୁକ୍ତ ତୁମ୍ଭର ସେହି ଲୋକମାନଙ୍କ ସମ୍ମୁଖରୁ ନାନା ଗୋଷ୍ଠୀୟମାନଙ୍କୁ ତଡ଼ିଦେଇ ମହତ୍ ଓ ଭୟାନକ କର୍ମ ଦ୍ୱାରା ତୁମ୍ଭର ନାମ କରିବାକୁ ପରମେଶ୍ୱର ଆଗମନ କରିଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)21 ତୁମ୍ଭ ଲୋକ ଇସ୍ରାଏଲ ତୁଲ୍ୟ ପୃଥିବୀରେ ଆଉ କେଉଁ ଗୋଷ୍ଠୀ ଅଛି? ସେମାନଙ୍କୁ ଆପଣା ଉଦ୍ଦେଶ୍ୟରେ ଏକ ଲୋକ ରୂପେ ମୁକ୍ତ କରିବାକୁ ଓ ମିସରରୁ ମୁକ୍ତ ତୁମ୍ଭର ସେହି ଲୋକମାନଙ୍କ ସମ୍ମୁଖରୁ ନାନା ଗୋଷ୍ଠୀୟମାନଙ୍କୁ ତଡ଼ିଦେଇ ମହତ ଓ ଭୟାନକ କର୍ମ ଦ୍ଵାରା ତୁମ୍ଭର ନାମ କରିବାକୁ ପରମେଶ୍ଵର ଆଗମନ କରିଥିଲେ। Viz kapitolaଓଡିଆ ବାଇବେଲ21 ତୁମ୍ଭ ଲୋକ ଇସ୍ରାଏଲ ତୁଲ୍ୟ ପୃଥିବୀରେ ଆଉ କେଉଁ ଗୋଷ୍ଠୀ ଅଛି ? ସେମାନଙ୍କୁ ଆପଣା ଉଦ୍ଦେଶ୍ୟରେ ଏକ ଲୋକ ରୂପେ ମୁକ୍ତ କରିବାକୁ ଓ ମିସରରୁ ମୁକ୍ତ ତୁମ୍ଭର ସେହି ଲୋକମାନଙ୍କ ସମ୍ମୁଖରୁ ନାନା ଗୋଷ୍ଠୀୟମାନଙ୍କୁ ତଡ଼ିଦେଇ ମହତ୍ ଓ ଭୟାନକ କର୍ମ ଦ୍ୱାରା ତୁମ୍ଭର ନାମ କରିବାକୁ ପରମେଶ୍ୱର ଆଗମନ କରିଥିଲେ। Viz kapitolaପବିତ୍ର ବାଇବଲ21 ଇସ୍ରାଏଲ ପରି ଆଉ କୌଣସି ଦେଶ ଅଛି କି? ନା! ଇସ୍ରାଏଲ ହିଁ ପୃଥିବୀର ଏକମାତ୍ର ଦେଶ ଅଟେ। ଯାହା ନିମନ୍ତେ ତୁମ୍ଭେ ଏପ୍ରକାର ଆଶ୍ଚର୍ଯ୍ୟ କର୍ମମାନ କରିଅଛ। ତୁମ୍ଭେ ଆମ୍ଭମାନଙ୍କୁ ମିଶରରୁ ବାହାର କରି ଆଣିଲ ଓ ତୁମ୍ଭେ ଆମ୍ଭମାନଙ୍କୁ ମୁକ୍ତ କଲ। ତୁମ୍ଭେ ଆପଣାକୁ ମହାନ କରିଅଛ। ତୁମ୍ଭେ ତୁମ୍ଭର ଲୋକମାନଙ୍କ ଅଗ୍ରତରେ ଗମନ କଲ ଓ ଆମ୍ଭମାନଙ୍କ ନିମନ୍ତେ ଅନ୍ୟ ଦେଶୀୟମାନଙ୍କୁ ସେମାନଙ୍କ ଦେଶରୁ ତଡ଼ି ଦେଲ। Viz kapitola |