1 ବଂଶାବଳୀ 18:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଆହୁରି ସୋବାର ରାଜା ହଦଦେଷର ଫରାତ୍ ନଦୀ ନିକଟରେ ଆପଣା ରାଜ୍ୟ ସ୍ଥାପନ କରିବାକୁ ଯିବା ସମୟରେ ଦାଉଦ ତାହାକୁ ହମାତ୍ ପର୍ଯ୍ୟନ୍ତ ପରାସ୍ତ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)3 ଆହୁରି ସୋବାର ରାଜା ହଦରେଷର ଫରାତ୍ ନଦୀ ନିକଟରେ ଆପଣା ରାଜ୍ୟ ସ୍ଥାପନ କରିବାକୁ ଯିବା ସମୟରେ ଦାଉଦ ତାହାକୁ ହମାତ୍ ପର୍ଯ୍ୟନ୍ତ ପରାସ୍ତ କଲେ। Viz kapitolaଓଡିଆ ବାଇବେଲ3 ଆହୁରି ସୋବାର ରାଜା ହଦଦେଷର ଫରାତ୍ ନଦୀ ନିକଟରେ ଆପଣା ରାଜ୍ୟ ସ୍ଥାପନ କରିବାକୁ ଯିବା ସମୟରେ ଦାଉଦ ତାହାକୁ ହମାତ୍ ପର୍ଯ୍ୟନ୍ତ ପରାସ୍ତ କଲେ। Viz kapitolaପବିତ୍ର ବାଇବଲ3 ଦାଉଦ ଆହୁରି ମଧ୍ୟ ହଦରେଷରଙ୍କ ସୈନ୍ୟବାହିନୀ ସହିତ ଯୁଦ୍ଧ କଲେ। ହଦରେଷର ସୋବର ରାଜା ଥିଲେ। ଦାଉଦ ହମାତ ସହର ପର୍ଯ୍ୟନ୍ତ ପଥରେ ସେହି ସୈନ୍ୟବାହିନୀ ସହିତ ଯୁଦ୍ଧ କଲେ। ହଦରେଷର ଫରାତ୍ ନଦୀ ପର୍ଯ୍ୟନ୍ତ ତାହାଙ୍କ ରାଜ୍ୟ ବିସ୍ତାର କରିବାକୁ ଚେଷ୍ଟା କରିବାରୁ ଦାଉଦ ଏହିପରି କଲେ। Viz kapitola |