1 ବଂଶାବଳୀ 18:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ପୁଣି, ଦାଉଦ ହଦଦେଷରର ଅଧିକାରସ୍ଥ ଟିଭତ୍ ଓ କୂନ୍ ନଗରରୁ ଅଧିକ ପରିମାଣର ପିତ୍ତଳ ଆଣିଲେ, ତଦ୍ଦ୍ୱାରା ଶଲୋମନ ପିତ୍ତଳମୟ ସମୁଦ୍ରରୂପ ପାତ୍ର ଓ ଦୁଇ ସ୍ତମ୍ଭ ଓ ପିତ୍ତଳମୟ ପାତ୍ରସକଳ ନିର୍ମାଣ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)8 ପୁଣି ଦାଉଦ ହଦରେଷରର ଅଧିକାରସ୍ଥ ଟିଭତ୍ ଓ କୂନ୍ ନଗରରୁ ବିସ୍ତର ପିତ୍ତଳ ଆଣିଲେ, ତଦ୍ଦ୍ଵାରା ଶଲୋମନ ପିତ୍ତଳମୟ ସମୁଦ୍ରରୂପ ପାତ୍ର ଓ ଦୁଇ ସ୍ତମ୍ଭ ଓ ପିତ୍ତଳମୟ ପାତ୍ରସକଳ ନିର୍ମାଣ କଲେ। Viz kapitolaଓଡିଆ ବାଇବେଲ8 ପୁଣି, ଦାଉଦ ହଦଦେଷରର ଅଧିକାରସ୍ଥ ଟିଭତ୍ ଓ କୂନ୍ ନଗରରୁ ଅଧିକ ପରିମାଣର ପିତ୍ତଳ ଆଣିଲେ, ତଦ୍ଦ୍ୱାରା ଶଲୋମନ ପିତ୍ତଳମୟ ସମୁଦ୍ରରୂପ ପାତ୍ର ଓ ଦୁଇ ସ୍ତମ୍ଭ ଓ ପିତ୍ତଳମୟ ପାତ୍ରସକଳ ନିର୍ମାଣ କଲେ। Viz kapitolaପବିତ୍ର ବାଇବଲ8 ଦାଉଦ ଆହୁରି ମଧ୍ୟ ହଦରେଷରର ଟିଭତ୍ ଓ କୂନ୍ ସହରରୁ ବହୁତ ପିତ୍ତଳ ଆଣିଲେ। ଶଲୋମନ ସେହି ପିତ୍ତଳରୁ ପିତ୍ତଳ ଜଳଧାର, ପିତ୍ତଳ ସ୍ତମ୍ଭ ଓ ଅନ୍ୟାନ୍ୟ ବସ୍ତୁ ନିର୍ମାଣ କଲେ। Viz kapitola |