1 ବଂଶାବଳୀ 19:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ତହୁଁ ଦାଉଦଙ୍କୁ ଏହା ଜ୍ଞାତ କରାଯାʼନ୍ତେ, ସେ ସମୁଦାୟ ଇସ୍ରାଏଲକୁ ଏକତ୍ର କରି ଯର୍ଦ୍ଦନ ପାର ହେଲେ, ଆଉ ସେମାନଙ୍କ ନିକଟରେ ଉପସ୍ଥିତ ହୋଇ ସେମାନଙ୍କ ବିରୁଦ୍ଧରେ ଯୁଦ୍ଧ ସଜାଇଲେ। ତହିଁରେ ଦାଉଦ ଅରାମୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ ସଜାନ୍ତେ, ସେମାନେ ତାଙ୍କ ସଙ୍ଗେ ଯୁଦ୍ଧ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)17 ତହୁଁ ଦାଉଦଙ୍କୁ ଏହା ଜ୍ଞାତ କରାଯାʼନ୍ତେ, ସେ ସମୁଦାୟ ଇସ୍ରାଏଲକୁ ଏକତ୍ର କରି ଯର୍ଦ୍ଦନ ପାର ହେଲେ, ଆଉ ସେମାନଙ୍କ ନିକଟରେ ଉପସ୍ଥିତ; ହୋଇ ସେମାନଙ୍କ ବିରୁଦ୍ଧରେ ଯୁଦ୍ଧ ସଜାଇଲେ। ତହିଁରେ ଦାଉଦ ଅରାମୀୟ-ମାନଙ୍କ ବିରୁଦ୍ଧରେ ଯୁଦ୍ଧ ସଜାନ୍ତେ, ସେମାନେ ତାଙ୍କ ସଙ୍ଗେ ଯୁଦ୍ଧ କଲେ। Viz kapitolaଓଡିଆ ବାଇବେଲ17 ତହୁଁ ଦାଉଦଙ୍କୁ ଏହା ଜ୍ଞାତ କରାଯା’ନ୍ତେ, ସେ ସମୁଦାୟ ଇସ୍ରାଏଲକୁ ଏକତ୍ର କରି ଯର୍ଦ୍ଦନ ପାର ହେଲେ, ଆଉ ସେମାନଙ୍କ ନିକଟରେ ଉପସ୍ଥିତ ହୋଇ ସେମାନଙ୍କ ବିରୁଦ୍ଧରେ ଯୁଦ୍ଧ ସଜାଇଲେ। ତହିଁରେ ଦାଉଦ ଅରାମୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ ସଜାନ୍ତେ, ସେମାନେ ତାଙ୍କ ସଙ୍ଗେ ଯୁଦ୍ଧ କଲେ। Viz kapitolaପବିତ୍ର ବାଇବଲ17 ଅରାମୀୟ ଲୋକମାନେ ଯୁଦ୍ଧ ନିମନ୍ତେ ଏକତ୍ର ହେଉଅଛନ୍ତି ବୋଲି ଦାଉଦ ଶୁଣିଲେ। ତେଣୁ ଦାଉଦ ଇସ୍ରାଏଲର ସମସ୍ତ ଲୋକଙ୍କୁ ଏକତ୍ର କଲେ। ଦାଉଦ ସେମାନଙ୍କୁ ଯର୍ଦ୍ଦନ ନଦୀ ପାର କରାଇ ନେଲେ। ସେମାନେ ଅରାମୀୟମାନଙ୍କ ସହିତ ସମ୍ମୁଖାସମ୍ମୁଖୀ ହେଲେ। ଦାଉଦ ଯୁଦ୍ଧ ନିମନ୍ତେ ନିଜ ସୈନ୍ୟଦଳକୁ ପ୍ରସ୍ତୁତ କଲେ ଓ ସେମାନେ ଅରାମୀୟମାନଙ୍କୁ ଆକ୍ରମଣ କଲେ। Viz kapitola |