1 ବଂଶାବଳୀ 19:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ତହୁଁ ହଦଦେଷରର ଦାସମାନେ ଇସ୍ରାଏଲ ସମ୍ମୁଖରେ ଆପଣାମାନଙ୍କୁ ପରାସ୍ତ ଦେଖି ଦାଉଦଙ୍କ ସଙ୍ଗେ ସନ୍ଧି କରି ତାଙ୍କର ଦାସ ହେଲେ; ପୁଣି, ଅରାମୀୟମାନେ ଅମ୍ମୋନ-ସନ୍ତାନଗଣର ସାହାଯ୍ୟ କରିବାକୁ ଆଉ ସମ୍ମତ ହେଲେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)19 ତହୁଁ ହଦରେଷରର ଦାସମାନେ ଇସ୍ରାଏଲ ସମ୍ମୁଖରେ ଆପଣାମାନଙ୍କୁ ପରାସ୍ତ ଦେଖି ଦାଉଦଙ୍କ ସଙ୍ଗେ ସନ୍ଧି କରି ତାଙ୍କର ଦାସ ହେଲେ; ପୁଣି ଅରାମୀୟମାନେ ଅମ୍ମୋନ-ସନ୍ତାନଗଣର ସାହାଯ୍ୟ କରିବାକୁ ଆଉ ସମ୍ମତ ହେଲେ ନାହିଁ। Viz kapitolaଓଡିଆ ବାଇବେଲ19 ତହୁଁ ହଦଦେଷରର ଦାସମାନେ ଇସ୍ରାଏଲ ସମ୍ମୁଖରେ ଆପଣାମାନଙ୍କୁ ପରାସ୍ତ ଦେଖି ଦାଉଦଙ୍କ ସଙ୍ଗେ ସନ୍ଧି କରି ତାଙ୍କର ଦାସ ହେଲେ; ପୁଣି, ଅରାମୀୟମାନେ ଅମ୍ମୋନ ସନ୍ତାନଗଣର ସାହାଯ୍ୟ କରିବାକୁ ଆଉ ସମ୍ମତ ହେଲେ ନାହିଁ। Viz kapitolaପବିତ୍ର ବାଇବଲ19 ହଦରେଷରଙ୍କ ପଦାଧିକାରୀମାନେ ଯେତେବେଳେ ଦେଖିଲେ ଯେ, ଇସ୍ରାଏଲ ସେମାନଙ୍କୁ ପରାଜିତ କରିଅଛି, ସେମାନେ ଦାଉଦଙ୍କ ସହିତ ଶାନ୍ତି ସ୍ଥାପନ କଲେ। ସେମାନେ ଦାଉଦଙ୍କର ଦାସ ହେଲେ। ତେଣୁ ଅରାମୀୟମାନେ ଅମ୍ମୋନୀୟମାନଙ୍କୁ ଆଉ ସାହାଯ୍ୟ କରିବାକୁ ରାଜି ହେଲେ ନାହିଁ। Viz kapitola |