1 ବଂଶାବଳୀ 2:45 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT45 ଆଉ ଶମ୍ମୟର ପୁତ୍ର ମାୟୋନ୍; ମାୟୋନ୍ ବେଥ୍-ସୁରର ପିତା ଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)45 ଆଉ ଶମ୍ମୟର ପୁତ୍ର ମାୟୋନ୍; ମାୟୋନ୍ ବୈଥ୍ସୂରର ପିତା ଥିଲା। Viz kapitolaଓଡିଆ ବାଇବେଲ45 ଆଉ ଶମ୍ମୟର ପୁତ୍ର ମାୟୋନ୍; ମାୟୋନ୍ ବେଥ୍-ସୁରର ପିତା ଥିଲା। Viz kapitolaପବିତ୍ର ବାଇବଲ45 ଶମ୍ମୟ ମାୟୋନଙ୍କର ପୁତ୍ର ଥିଲେ। ମାୟୋନ୍ ବୈଥ୍-ସୂରଙ୍କର ପିତା ଥିଲେ। Viz kapitola |