1 ବଂଶାବଳୀ 20:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ପୁଣି, ସେ ଇସ୍ରାଏଲକୁ ତୁଚ୍ଛ କରନ୍ତେ, ଦାଉଦଙ୍କର ଭ୍ରାତା ଶିମୀୟର ପୁତ୍ର ଯୋନାଥନ ତାହାକୁ ବଧ କଲା। Viz kapitolaପବିତ୍ର ବାଇବଲ (Re-edited) - (BSI)7 ପୁଣି ସେ ଇସ୍ରାଏଲକୁ ତୁଚ୍ଛ କରନ୍ତେ, ଦାଉଦଙ୍କର ଭ୍ରାତା ଶିମୀୟିର ପୁତ୍ର ଯୋନାଥନ ତାହାକୁ ବଧ କଲା। Viz kapitolaଓଡିଆ ବାଇବେଲ7 ପୁଣି, ସେ ଇସ୍ରାଏଲକୁ ତୁଚ୍ଛ କରନ୍ତେ, ଦାଉଦଙ୍କର ଭ୍ରାତା ଶିମୀୟର ପୁତ୍ର ଯୋନାଥନ ତାହାକୁ ବଧ କଲା। Viz kapitolaପବିତ୍ର ବାଇବଲ7 ସେହି ଲୋକ ଇସ୍ରାଏଲକୁ ବିଦ୍ରୂପ କରିବାରୁ ଯୋନାଥନ ତାହାକୁ ବଧ କଲେ। ଯୋନାଥନ ଶିମିୟିଙ୍କ ପୁତ୍ର ଥିଲେ। ଶିମିୟି ଦାଉଦଙ୍କ ଭ୍ରାତା ଥିଲେ। Viz kapitola |