1 ବଂଶାବଳୀ 21:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ତହିଁରେ ଦାଉଦ ଗାଦ୍କୁ କହିଲେ, “ମୁଁ ବଡ଼ ଅସୁବିଧାରେ ପଡ଼ିଲି; ମୁଁ ସଦାପ୍ରଭୁଙ୍କ ହସ୍ତରେ ପଡ଼େ, କାରଣ, ତାହାଙ୍କର ଦୟା ଅତି ପ୍ରଚୁର; ମାତ୍ର, ମୁଁ ମନୁଷ୍ୟ ହସ୍ତରେ ନ ପଡ଼େ।” Viz kapitolaପବିତ୍ର ବାଇବଲ (Re-edited) - (BSI)13 ତହିଁରେ ଦାଉଦ ଗାଦ୍କୁ କହିଲେ, ମୁଁ ବଡ଼ ଅକଳରେ ପଡ଼ିଲି; ମୁଁ ସଦାପ୍ରଭୁଙ୍କ ହସ୍ତରେ ପଡ଼େ, କାରଣ ତାହାଙ୍କର ଦୟା ଅତି ପ୍ରଚୁର; ମାତ୍ର ମୁଁ ମନୁଷ୍ୟ ହସ୍ତରେ ନ ପଡ଼େ। Viz kapitolaଓଡିଆ ବାଇବେଲ13 ତହିଁରେ ଦାଉଦ ଗାଦ୍କୁ କହିଲେ, “ମୁଁ ବଡ଼ ଅସୁବିଧାରେ ପଡ଼ିଲି; ମୁଁ ସଦାପ୍ରଭୁଙ୍କ ହସ୍ତରେ ପଡ଼େ, କାରଣ, ତାହାଙ୍କର ଦୟା ଅତି ପ୍ରଚୁର; ମାତ୍ର, ମୁଁ ମନୁଷ୍ୟ ହସ୍ତରେ ନ ପଡ଼େ।” Viz kapitolaପବିତ୍ର ବାଇବଲ13 ଦାଉଦ ଗାଦ୍କୁ କହିଲେ, “ମୁଁ ବଡ଼ ସମସ୍ୟାରେ ପଡ଼ିଅଛି। କୌଣସି ମନୁଷ୍ୟ ଦ୍ୱାରା ମୋର ଦଣ୍ଡ ସ୍ଥିରୀକୃତ ହେଉ ବୋଲି ମୁଁ ଗ୍ଭହେଁ ନାହିଁ। ସଦାପ୍ରଭୁ ଅତ୍ୟନ୍ତ ଦୟାଳୁ ଅଟନ୍ତି। ତେଣୁ ମୋତେ କିପ୍ରକାରେ ଦଣ୍ଡିତ କରାଯିବ, ତାହା ସଦାପ୍ରଭୁ ହିଁ ସ୍ଥିର କରନ୍ତୁ।” Viz kapitola |