1 ବଂଶାବଳୀ 21:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଏଉତ୍ତାରେ ପରମେଶ୍ୱର ଯିରୂଶାଲମ ବିନାଶ କରିବା ପାଇଁ ସେଠାକୁ ଦୂତ ପଠାଇଲେ; ଆଉ ସେ ବିନାଶ କରିବାକୁ ଉଦ୍ୟତ ହେବା ସମୟରେ ସଦାପ୍ରଭୁ ଦୃଷ୍ଟିପାତ କଲେ ଓ ସେହି ବିପଦ ସକାଶୁ ଦୁଃଖିତ ହୋଇ ସେହି ବିନାଶକ ଦୂତକୁ କହିଲେ, “ଯଥେଷ୍ଟ ହେଲା! ଏବେ ତୁମ୍ଭ ହସ୍ତ ସଙ୍କୁଚିତ କର।” ତେବେ ସଦାପ୍ରଭୁଙ୍କ ସେହି ଦୂତ ଯିବୂଷୀୟ ଅରଣନର ଶସ୍ୟମର୍ଦ୍ଦନ ସ୍ଥାନ ନିକଟରେ ଠିଆ ହେଲା। Viz kapitolaପବିତ୍ର ବାଇବଲ (Re-edited) - (BSI)15 ଏଉତ୍ତାରେ ପରମେଶ୍ଵର ଯିରୂଶାଲମ ବିନାଶ କରିବା ପାଇଁ ସେଠାକୁ ଦୂତ ପଠାଇଲେ; ଆଉ ସେ ବିନାଶ କରିବାକୁ ଉଦ୍ୟତ ହେବା ସମୟରେ ସଦାପ୍ରଭୁ ଦୃଷ୍ଟିପାତ କଲେ ଓ ସେହି ବିପଦ ସକାଶୁ ଦୁଃଖିତ ହୋଇ ସେହି ବିନାଶକ ଦୂତକୁ କହିଲେ, ଯଥେଷ୍ଟ ହେଲା; ଏବେ ତୁମ୍ଭ ହସ୍ତ ସଙ୍କୁଚିତ କର। ତେବେ ସଦାପ୍ରଭୁଙ୍କ ସେହି ଦୂତ ଯିବୂଷୀୟ ଅରଣନର ଶସ୍ୟମର୍ଦ୍ଦନ ସ୍ଥାନ ନିକଟରେ ଠିଆ ହେଲା। Viz kapitolaଓଡିଆ ବାଇବେଲ15 ଏଉତ୍ତାରେ ପରମେଶ୍ୱର ଯିରୂଶାଲମ ବିନାଶ କରିବା ପାଇଁ ସେଠାକୁ ଦୂତ ପଠାଇଲେ; ଆଉ ସେ ବିନାଶ କରିବାକୁ ଉଦ୍ୟତ ହେବା ସମୟରେ ସଦାପ୍ରଭୁ ଦୃଷ୍ଟିପାତ କଲେ ଓ ସେହି ବିପଦ ସକାଶୁ ଦୁଃଖିତ ହୋଇ ସେହି ବିନାଶକ ଦୂତକୁ କହିଲେ, “ଯଥେଷ୍ଟ ହେଲା ! ଏବେ ତୁମ୍ଭ ହସ୍ତ ସଙ୍କୁଚିତ କର।” ତେବେ ସଦାପ୍ରଭୁଙ୍କ ସେହି ଦୂତ ଯିବୂଷୀୟ ଅରଣନର ଶସ୍ୟମର୍ଦ୍ଦନ ସ୍ଥାନ ନିକଟରେ ଠିଆ ହେଲା। Viz kapitolaପବିତ୍ର ବାଇବଲ15 ଯିରୁଶାଲମକୁ ବିନଷ୍ଟ କରିବା ନିମନ୍ତେ ପରମେଶ୍ୱର ଜଣେ ସ୍ୱର୍ଗଦୂତଙ୍କୁ ପ୍ରେରଣ କଲେ। କିନ୍ତୁ ସ୍ୱର୍ଗଦୂତ ଯେତେବେଳେ ଯିରୁଶାଲମକୁ ବିନାଶ କରିବାକୁ ଆରମ୍ଭ କଲେ, ସଦାପ୍ରଭୁ ତାହା ଦେଖି ଦୁଃଖିତ ହେଲେ। ତେଣୁ ସଦାପ୍ରଭୁ ଯିରୁଶାଲମକୁ ବିନଷ୍ଟ ନ କରିବା ନିମନ୍ତେ ସ୍ଥିର କଲେ। ବିନାଶ କାର୍ଯ୍ୟ ସାଧନ କରୁଥିବା ସ୍ୱର୍ଗଦୂତଙ୍କୁ ସଦାପ୍ରଭୁ କହିଲେ, “ବନ୍ଦ କର! ଯଥେଷ୍ଟ ହେଲା!” ସେହି ସମୟରେ ସଦାପ୍ରଭୁଙ୍କ ଦୂତ ଯିବୂଷୀୟ ଅରଣନରରେ ଛିଡ଼ା ହୋଇଥିଲେ। Viz kapitola |