Online Bible

- Reklamy -




1 ବଂଶାବଳୀ 21:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ପୁଣି, ଦାଉଦ ପରମେଶ୍ୱରଙ୍କୁ କହିଲେ, “ଲୋକ ଗଣନା କରିବାକୁ ଯେ ଆଜ୍ଞା ଦେଲା, ସେ କʼଣ ମୁଁ ନୁହେଁ? ମୁଁ ସିନା ପାପ କରିଅଛି ଓ ଅତି ଦୁଷ୍କର୍ମ କରିଅଛି; ମାତ୍ର ଏହି ମେଷଗଣ କଅଣ କଲେ? ବିନୟ କରୁଅଛି, ହେ ସଦାପ୍ରଭୁ ଆମ୍ଭ ପରମେଶ୍ୱର, ତୁମ୍ଭ ହସ୍ତ ମୋʼ ବିରୁଦ୍ଧରେ ଓ ମୋʼ ପିତୃଗୃହ ପ୍ରତିକୂଳରେ ହେଉ, ମାତ୍ର, ତୁମ୍ଭର ଲୋକମାନଙ୍କୁ ପ୍ରହାର କରିବା ପାଇଁ ସେମାନଙ୍କ ପ୍ରତିକୂଳରେ ନ ହେଉ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

17 ପୁଣି ଦାଉଦ ପରମେଶ୍ଵରଙ୍କୁ କହିଲେ, ଲୋକ ଗଣନା କରିବାକୁ ଯେ ଆଜ୍ଞା ଦେଲା, ସେ କʼଣ ମୁଁ ନୁହେଁ? ମୁଁ ସିନା ପାପ କରିଅଛି ଓ ଅତି ଦୁଷ୍କର୍ମ କରିଅଛି; ମାତ୍ର ଏହି ମେଷଗଣ କଅଣ କଲେ? ବିନୟ କରୁଅଛି, ହେ ସଦାପ୍ରଭୁ ଆମ୍ଭ ପରମେଶ୍ଵର, ତୁମ୍ଭ ହସ୍ତ ମୋʼ ପ୍ରତିକୂଳରେ ଓ ମୋʼ ପିତୃଗୃହ ପ୍ରତିକୂଳରେ ହେଉ, ମାତ୍ର ତୁମ୍ଭର ଲୋକମାନଙ୍କୁ ପ୍ରହାର କରିବା ପାଇଁ ସେମାନଙ୍କ ପ୍ରତିକୂଳରେ ନ ହେଉ।

Viz kapitola kopírovat

ଓଡିଆ ବାଇବେଲ

17 ପୁଣି, ଦାଉଦ ପରମେଶ୍ୱରଙ୍କୁ କହିଲେ, “ଲୋକ ଗଣନା କରିବାକୁ ଯେ ଆଜ୍ଞା ଦେଲା, ସେ କ’ଣ ମୁଁ ନୁହେଁ ? ମୁଁ ସିନା ପାପ କରିଅଛି ଓ ଅତି ଦୁଷ୍କର୍ମ କରିଅଛି; ମାତ୍ର ଏହି ମେଷଗଣ କଅଣ କଲେ ? ବିନୟ କରୁଅଛି, ହେ ସଦାପ୍ରଭୁ ଆମ୍ଭ ପରମେଶ୍ୱର, ତୁମ୍ଭ ହସ୍ତ ମୋ’ ବିରୁଦ୍ଧରେ ଓ ମୋ’ ପିତୃଗୃହ ପ୍ରତିକୂଳରେ ହେଉ, ମାତ୍ର, ତୁମ୍ଭର ଲୋକମାନଙ୍କୁ ପ୍ରହାର କରିବା ପାଇଁ ସେମାନଙ୍କ ପ୍ରତିକୂଳରେ ନ ହେଉ।”

Viz kapitola kopírovat

ପବିତ୍ର ବାଇବଲ

17 ଦାଉଦ ପରମେଶ୍ୱରଙ୍କୁ କହିଲେ, “ମୁଁ ହିଁ ପାପ କରିଥିବା ବ୍ୟକ୍ତି! ଲୋକମାନଙ୍କୁ ଗଣିବା ନିମନ୍ତେ ମୁଁ ଆଦେଶ ଦେଇଥିଲି। ମୁଁ ମନ୍ଦକାର୍ଯ୍ୟ କଲି। ଇସ୍ରାଏଲର ଲୋକମାନେ କୌଣସି ମନ୍ଦ କରି ନାହାନ୍ତି। ହେ ସଦାପ୍ରଭୁ, ମୋର ପରମେଶ୍ୱର, ମୋତେ ଓ ମୋର ପରିବାରକୁ ଦଣ୍ଡିତ କର। କିନ୍ତୁ ତୁମ୍ଭର ଲୋକମାନଙ୍କୁ ବଧ କରୁଥିବା ଏହି ଭୟଙ୍କର ବ୍ୟାଧିକୁ ଦୂର କର।”

Viz kapitola kopírovat




1 ବଂଶାବଳୀ 21:17

Následuj nás:

Reklamy


Reklamy