1 ବଂଶାବଳୀ 21:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ସେତେବେଳେ ସଦାପ୍ରଭୁଙ୍କ ଦୂତ ଦାଉଦଙ୍କୁ କହିବା ପାଇଁ ଗାଦ୍କୁ ଆଜ୍ଞା କଲେ ଯେ, ଦାଉଦ ଯାଇ ଯିବୂଷୀୟ ଅରଣନର ଶସ୍ୟମର୍ଦ୍ଦନ ସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ସ୍ଥାପନ କରୁ। Viz kapitolaପବିତ୍ର ବାଇବଲ (Re-edited) - (BSI)18 ସେତେବେଳେ ସଦାପ୍ରଭୁଙ୍କ ଦୂତ ଦାଉଦଙ୍କୁ କହିବା ପାଇଁ ଗାଦ୍କୁ ଆଜ୍ଞା କଲେ ଯେ, ଦାଉଦ ଯାଇ ଯିବୂଷୀୟ ଅରଣନର ଶସ୍ୟମର୍ଦ୍ଦନ ସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ସ୍ଥାପନ କରୁ। Viz kapitolaଓଡିଆ ବାଇବେଲ18 ସେତେବେଳେ ସଦାପ୍ରଭୁଙ୍କ ଦୂତ ଦାଉଦଙ୍କୁ କହିବା ପାଇଁ ଗାଦ୍କୁ ଆଜ୍ଞା କଲେ ଯେ, ଦାଉଦ ଯାଇ ଯିବୂଷୀୟ ଅରଣନର ଶସ୍ୟମର୍ଦ୍ଦନ ସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ସ୍ଥାପନ କରୁ। Viz kapitolaପବିତ୍ର ବାଇବଲ18 ଏହା ପରେ ସଦାପ୍ରଭୁଙ୍କର ଦୂତ ଗାଦ୍କୁ କଥା କହିଲେ। ସେ କହିଲେ, “ସଦାପ୍ରଭୁଙ୍କ ଉପାସନା କରିବା ନିମନ୍ତେ ଦାଉଦଙ୍କୁ ଏକ ଯଜ୍ଞବେଦି ନିର୍ମାଣ କରିବାକୁ କୁହ। ଦାଉଦକୁ ଯିବୂଷୀୟ ଅରଣନର ଶସ୍ୟଦଳିବା ସ୍ଥାନ ନିକଟରେ ଏକ ଯଜ୍ଞବେଦି ନିର୍ମାଣ କରିବାକୁ ପଡ଼ିବ।” Viz kapitola |