1 ବଂଶାବଳୀ 21:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ତେବେ ଦାଉଦ ଅରଣନକୁ କହିଲେ, “ମୋତେ ଏହି ଶସ୍ୟମର୍ଦ୍ଦନ ସ୍ଥାନ ଦିଅ, ମୁଁ ତହିଁରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରିବି; ସମ୍ପୂର୍ଣ୍ଣ ମୂଲ୍ୟ ନେଇ ତାହା ମୋତେ ଦିଅ; ତହିଁରେ ଲୋକମାନଙ୍କ ମଧ୍ୟରୁ ମହାମାରୀ ନିବୃତ୍ତ ହେବ।” Viz kapitolaପବିତ୍ର ବାଇବଲ (Re-edited) - (BSI)22 ତେବେ ଦାଉଦ ଅରଣନକୁ କହିଲେ, ମୋତେ ଏହି ଶସ୍ୟମର୍ଦ୍ଦନ ସ୍ଥାନ ଦିଅ, ମୁଁ ତହିଁରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରିବି; ସମ୍ପୂର୍ଣ୍ଣ ମୂଲ୍ୟ ନେଇ ତାହା ମୋତେ ଦିଅ; ତହିଁରେ ଲୋକମାନଙ୍କ ମଧ୍ୟରୁ ମହାମାରୀ ନିବୃତ୍ତ ହେବ। Viz kapitolaଓଡିଆ ବାଇବେଲ22 ତେବେ ଦାଉଦ ଅରଣନକୁ କହିଲେ, “ମୋତେ ଏହି ଶସ୍ୟମର୍ଦ୍ଦନ ସ୍ଥାନ ଦିଅ, ମୁଁ ତହିଁରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରିବି; ସମ୍ପୂର୍ଣ୍ଣ ମୂଲ୍ୟ ନେଇ ତାହା ମୋତେ ଦିଅ; ତହିଁରେ ଲୋକମାନଙ୍କ ମଧ୍ୟରୁ ମହାମାରୀ ନିବୃତ୍ତ ହେବ।” Viz kapitolaପବିତ୍ର ବାଇବଲ22 ଦାଉଦ ଅରଣନଙ୍କୁ କହିଲେ, “ତୁମ୍ଭର ଶସ୍ୟଦଳିବା ସ୍ଥାନକୁ ମୋତେ ବିକ୍ରୀ କର। ମୁଁ ତୁମ୍ଭକୁ ତାହାର ସମ୍ପୂର୍ଣ୍ଣ ମୂଲ୍ୟ ଦେବି। ତେବେ ମୁଁ ସଦାପ୍ରଭୁଙ୍କ ନିମନ୍ତେ ଏକ ଯଜ୍ଞବେଦି ନିର୍ମାଣ କରିବି। ଆଉ ତା'ପରେ ଏହି ମହାମାରୀ ଦୂର ହେବ।” Viz kapitola |