1 ବଂଶାବଳୀ 21:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ତହୁଁ ଅରଣନ ଦାଉଦଙ୍କୁ କହିଲା, “ନିଅନ୍ତୁ, ମୋʼ ପ୍ରଭୁ ମହାରାଜଙ୍କୁ ଯାହା ଭଲ ଦିଶେ, ତାହା କରନ୍ତୁ; ଦେଖନ୍ତୁ, ମୁଁ ହୋମବଳି ନିମନ୍ତେ ଏହି ବୃଷସବୁ ଓ କାଷ୍ଠ ନିମନ୍ତେ ଏହି ମର୍ଦ୍ଦନ ଯନ୍ତ୍ର ଓ ଭକ୍ଷ୍ୟ ନୈବେଦ୍ୟ ନିମନ୍ତେ ଏହି ଗହମ ଦେଉଅଛି; ମୁଁ ସବୁ ଦେଉଅଛି।” Viz kapitolaପବିତ୍ର ବାଇବଲ (Re-edited) - (BSI)23 ତହୁଁ ଅରଣନ ଦାଉଦଙ୍କୁ କହିଲା, ନେଉନ୍ତୁ ଓ ମୋʼ ପ୍ରଭୁ ମହାରାଜଙ୍କୁ ଯାହା ଭଲ ଦିଶେ, ତାହା କରନ୍ତୁ; ଦେଖନ୍ତୁ, ମୁଁ ହୋମବଳି ନିମନ୍ତେ ଏହି ବୃଷସବୁ ଓ କାଷ୍ଠ ନିମନ୍ତେ ଏହି ମର୍ଦ୍ଦନ-ଯନ୍ତ୍ର ଓ ଭକ୍ଷ୍ୟ-ନୈବେଦ୍ୟ ନିମନ୍ତେ ଏହି ଗହମ ଦେଉଅଛି; ମୁଁ ସବୁ ଦେଉଅଛି। Viz kapitolaଓଡିଆ ବାଇବେଲ23 ତହୁଁ ଅରଣନ ଦାଉଦଙ୍କୁ କହିଲା, “ନିଅନ୍ତୁ, ମୋ’ ପ୍ରଭୁ ମହାରାଜଙ୍କୁ ଯାହା ଭଲ ଦିଶେ, ତାହା କରନ୍ତୁ; ଦେଖନ୍ତୁ, ମୁଁ ହୋମବଳି ନିମନ୍ତେ ଏହି ବୃଷସବୁ ଓ କାଷ୍ଠ ନିମନ୍ତେ ଏହି ମର୍ଦ୍ଦନ ଯନ୍ତ୍ର ଓ ଭକ୍ଷ୍ୟ-ନୈବେଦ୍ୟ ନିମନ୍ତେ ଏହି ଗହମ ଦେଉଅଛି; ମୁଁ ସବୁ ଦେଉଅଛି।” Viz kapitolaପବିତ୍ର ବାଇବଲ23 ଅରଣନ୍ ଦାଉଦଙ୍କୁ କହିଲେ, “ଏହି ଶସ୍ୟଦଳିବା ସ୍ଥାନ ଆପଣ ନିଅନ୍ତୁ। ଆପଣ ମୋର ସ୍ୱାମୀ ଓ ରାଜା ଅଟନ୍ତି। ଆପଣ ଯାହା ଗ୍ଭହାନ୍ତି, ତାହା କରନ୍ତୁ। ଦେଖନ୍ତୁ, ହୋମବଳି ନୈବେଦ୍ୟ ନିମନ୍ତେ ମୁଁ ବଳଦ ଦେବି। ନିଆଁ ଜାଳିବା ପାଇଁ ମୁଁ କାଠ ଦେବି। ଶସ୍ୟ ନୈବେଦ୍ୟ ଉତ୍ସର୍ଗାର୍ଥେ ମୁଁ ଆପଣଙ୍କୁ ଗହମ ଦେବି।” Viz kapitola |