1 ବଂଶାବଳୀ 21:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଏଥିରେ ଯୋୟାବ କହିଲା, “ଏବେ ଯେତେ ଅଛନ୍ତି, ସଦାପ୍ରଭୁ ତହିଁର ଶତଗୁଣ ଅଧିକ ଆପଣା ଲୋକଙ୍କୁ ବୃଦ୍ଧି କରନ୍ତୁ; ମାତ୍ର, ହେ ମୋʼ ପ୍ରଭୁ ମହାରାଜ, ସେହି ସମସ୍ତେ କʼଣ ମୋʼ ପ୍ରଭୁଙ୍କର ଦାସ ନୁହନ୍ତି? କାହିଁକି ମୋʼ ପ୍ରଭୁ ଏହା କରିବାକୁ ଚାହୁଁଅଛନ୍ତି? କାହିଁକି ସେ ଇସ୍ରାଏଲର ଅପରାଧର କାରଣ ହେବେ?” Viz kapitolaପବିତ୍ର ବାଇବଲ (Re-edited) - (BSI)3 ଏଥିରେ ଯୋୟାବ କହିଲା, ଏବେ ଯେତେ ଅଛନ୍ତି, ସଦାପ୍ରଭୁ ତହିଁର ଶତଗୁଣ ଅଧିକ ଆପଣା ଲୋକଙ୍କୁ ବୃଦ୍ଧି କରନ୍ତୁ; ମାତ୍ର ହେ ମୋʼ ପ୍ରଭୁ ମହାରାଜ, ସେସମସ୍ତେ କʼଣ ମୋʼ ପ୍ରଭୁଙ୍କର ଦାସ ନୁହନ୍ତି? କାହିଁକି ମୋʼ ପ୍ରଭୁ ଏହା କରିବାକୁ ଚାହୁଁ ଅଛନ୍ତି? କାହିଁକି ସେ ଇସ୍ରାଏଲର ଅପରାଧର କାରଣ ହେବେ? Viz kapitolaଓଡିଆ ବାଇବେଲ3 ଏଥିରେ ଯୋୟାବ କହିଲା, “ଏବେ ଯେତେ ଅଛନ୍ତି, ସଦାପ୍ରଭୁ ତହିଁର ଶତଗୁଣ ଅଧିକ ଆପଣା ଲୋକଙ୍କୁ ବୃଦ୍ଧି କରନ୍ତୁ; ମାତ୍ର, ହେ ମୋ’ ପ୍ରଭୁ ମହାରାଜ, ସେହି ସମସ୍ତେ କ’ଣ ମୋ’ ପ୍ରଭୁଙ୍କର ଦାସ ନୁହଁନ୍ତି ? କାହିଁକି ମୋ’ ପ୍ରଭୁ ଏହା କରିବାକୁ ଚାହୁଁ ଅଛନ୍ତି ? କାହିଁକି ସେ ଇସ୍ରାଏଲର ଅପରାଧର କାରଣ ହେବେ ?” Viz kapitolaପବିତ୍ର ବାଇବଲ3 କିନ୍ତୁ ଯୋୟାବ ଉତ୍ତର ଦେଲେ, “ସଦାପ୍ରଭୁ ତାଙ୍କର ଦେଶକୁ 100 ଗୁଣ ବର୍ଦ୍ଧିତ କରନ୍ତୁ। ମହୋଦୟ, ସମଗ୍ର ଇସ୍ରାଏଲର ଲୋକ ଆପଣଙ୍କ ଦାସ ଅଟନ୍ତି।” ହେ ମୋର ମହାଶୟ ଓ ରାଜା, ଆପଣ କାହିଁକି ଏହା କରିବାକୁ ଇଚ୍ଛା କରୁଅଛନ୍ତି? ଏହା ଦ୍ୱାରା ଆପଣ ଇସ୍ରାଏଲର ଲୋକମାନଙ୍କୁ ପାପ ଦୋଷରେ ଦୋଷୀ କରାଇବେ।” Viz kapitola |