1 ବଂଶାବଳୀ 22:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ସୁନା, ରୂପା ଓ ପିତ୍ତଳ ଓ ଲୁହାର କିଛି ସଂଖ୍ୟା ନାହିଁ; ଉଠ, କର୍ମ କର ଓ ସଦାପ୍ରଭୁ ତୁମ୍ଭର ସହବର୍ତ୍ତୀ ହେଉନ୍ତୁ।” Viz kapitolaପବିତ୍ର ବାଇବଲ (Re-edited) - (BSI)16 ସୁନା, ରୂପା ଓ ପିତ୍ତଳ ଓ ଲୁହାର କିଛି ସଂଖ୍ୟା ନାହିଁ; ଉଠ, କର୍ମ କର ଓ ସଦାପ୍ରଭୁ ତୁମ୍ଭର ସହବର୍ତ୍ତୀ ହେଉନ୍ତୁ। Viz kapitolaଓଡିଆ ବାଇବେଲ16 ସୁନା, ରୂପା ଓ ପିତ୍ତଳ ଓ ଲୁହାର କିଛି ସଂଖ୍ୟା ନାହିଁ; ଉଠ, କର୍ମ କର ଓ ସଦାପ୍ରଭୁ ତୁମ୍ଭର ସହବର୍ତ୍ତୀ ହେଉନ୍ତୁ।” Viz kapitolaପବିତ୍ର ବାଇବଲ16 ସେମାନେ ସ୍ୱର୍ଣ୍ଣ, ରୌପ୍ୟ, ପିତ୍ତଳ ଓ ଲୁହା କାର୍ଯ୍ୟରେ ଦକ୍ଷ ଅଟନ୍ତି। ତୁମ୍ଭର ଅଗଣ୍ୟ ଦକ୍ଷ କାରିଗରମାନେ ଅଛନ୍ତି। ବର୍ତ୍ତମାନ ହିଁ କାର୍ଯ୍ୟ ଆରମ୍ଭ କର। ସଦାପ୍ରଭୁ ତୁମ୍ଭର ସହବର୍ତ୍ତୀ ହୁଅନ୍ତୁ।” Viz kapitola |