1 ବଂଶାବଳୀ 22:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ମାତ୍ର, ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ‘ତୁମ୍ଭେ ଅଧିକ ପରିମାଣର ରକ୍ତପାତ ଓ ବଡ଼ ବଡ଼ ଯୁଦ୍ଧ କରିଅଛ; ତୁମ୍ଭେ ଆମ୍ଭ ନାମ ଉଦ୍ଦେଶ୍ୟରେ ଗୃହ ନିର୍ମାଣ କରିବ ନାହିଁ, କାରଣ ତୁମ୍ଭେ ଆମ୍ଭ ସାକ୍ଷାତରେ ଭୂମିରେ ଅଧିକ ପରିମାଣର ରକ୍ତପାତ କରିଅଛ। Viz kapitolaପବିତ୍ର ବାଇବଲ (Re-edited) - (BSI)8 ମାତ୍ର ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ତୁମ୍ଭେ ବିସ୍ତର ରକ୍ତପାତ ଓ ବଡ଼ ବଡ଼ ଯୁଦ୍ଧ କରିଅଛ; ତୁମ୍ଭେ ଆମ୍ଭ ନାମ ଉଦ୍ଦେଶ୍ୟରେ ଗୃହ ନିର୍ମାଣ କରିବ ନାହିଁ, କାରଣ ତୁମ୍ଭେ ଆମ୍ଭ ସାକ୍ଷାତରେ ଭୂମିରେ ବିସ୍ତର ରକ୍ତପାତ କରିଅଛ। Viz kapitolaଓଡିଆ ବାଇବେଲ8 ମାତ୍ର, ସଦାପ୍ରଭୁଙ୍କର ଏହି ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା, ତୁମ୍ଭେ ଅଧିକ ପରିମାଣର ରକ୍ତପାତ ଓ ବଡ଼ ବଡ଼ ଯୁଦ୍ଧ କରିଅଛ; ତୁମ୍ଭେ ଆମ୍ଭ ନାମ ଉଦ୍ଦେଶ୍ୟରେ ଗୃହ ନିର୍ମାଣ କରିବ ନାହିଁ, କାରଣ ତୁମ୍ଭେ ଆମ୍ଭ ସାକ୍ଷାତରେ ଭୂମିରେ ଅଧିକ ପରିମାଣର ରକ୍ତପାତ କରିଅଛ। Viz kapitolaପବିତ୍ର ବାଇବଲ8 କିନ୍ତୁ ସଦାପ୍ରଭୁ ମୋତେ କହିଲେ, ‘ଦାଉଦ, ତୁମ୍ଭେ ଅନେକ ଯୁଦ୍ଧ କରିଅଛ ଓ ଅନେକ ଲୋକଙ୍କୁ ହତ୍ୟା କରିଅଛ। ତେଣୁ ତୁମ୍ଭେ ଆମ୍ଭ ନାମରେ ମନ୍ଦିର ନିର୍ମାଣ କରି ପାରିବ ନାହିଁ। Viz kapitola |