1 ବଂଶାବଳୀ 23:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ଇଲୀୟାସର ମଲା, ତାହାର ପୁତ୍ର ନ ଥିଲେ, କେବଳ କେତୋଟି କନ୍ୟା ଥିଲେ; ପୁଣି, ସେମାନଙ୍କ ଜ୍ଞାତି କୀଶ୍ର ପୁତ୍ରମାନେ ସେମାନଙ୍କୁ ବିବାହ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)22 ଇଲୀୟାସର ମଲା, ତାହାର ପୁତ୍ର ନ ଥିଲେ, କେବଳ କେତୋଟି କନ୍ୟା ଥିଲେ; ପୁଣି ସେମାନଙ୍କ ଜ୍ଞାତି କୀଶ୍ର ପୁତ୍ରମାନେ ସେମାନଙ୍କୁ ବିବାହ କଲେ। Viz kapitolaଓଡିଆ ବାଇବେଲ22 ଇଲୀୟାସର ମଲା, ତାହାର ପୁତ୍ର ନ ଥିଲେ, କେବଳ କେତୋଟି କନ୍ୟା ଥିଲେ; ପୁଣି, ସେମାନଙ୍କ ଜ୍ଞାତି କୀଶ୍ର ପୁତ୍ରମାନେ ସେମାନଙ୍କୁ ବିବାହ କଲେ। Viz kapitolaପବିତ୍ର ବାଇବଲ22 ଇଲୀୟାସର ଅପୁତ୍ରିକ ହୋଇ ମୃତ୍ୟୁବରଣ କଲେ। ତାଙ୍କର କେବଳ କନ୍ୟାମାନେ ଥିଲେ। ଇଲୀୟାସରଙ୍କ କନ୍ୟାମାନେ ସେମାନଙ୍କର ନିଜ ଆତ୍ମୀୟମାନଙ୍କୁ ବିବାହ କଲେ। କୀଶଙ୍କର ପୁତ୍ରମାନେ ସେମାନଙ୍କର ଆତ୍ମୀୟ ଥିଲେ। Viz kapitola |