1 ବଂଶାବଳୀ 23:30 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ପୁଣି, ପ୍ରତି ପ୍ରଭାତରେ ଓ ସନ୍ଧ୍ୟାରେ ସଦାପ୍ରଭୁଙ୍କର ଧନ୍ୟବାଦ ଓ ପ୍ରଶଂସା କରିବା ପାଇଁ ଠିଆ ହେବାର; Viz kapitolaପବିତ୍ର ବାଇବଲ (Re-edited) - (BSI)30 ପୁଣି ପ୍ରତି ପ୍ରଭାତରେ ଓ ସନ୍ଧ୍ୟାରେ ସଦାପ୍ରଭୁଙ୍କର ଧନ୍ୟବାଦ ଓ ପ୍ରଶଂସା କରିବା ପାଇଁ ଠିଆ ହେବାର; Viz kapitolaଓଡିଆ ବାଇବେଲ30 ପୁଣି, ପ୍ରତି ପ୍ରଭାତରେ ଓ ସନ୍ଧ୍ୟାରେ ସଦାପ୍ରଭୁଙ୍କର ଧନ୍ୟବାଦ ଓ ପ୍ରଶଂସା କରିବା ପାଇଁ ଠିଆ ହେବାର; Viz kapitolaପବିତ୍ର ବାଇବଲ30 ଲେବୀୟମାନେ ପ୍ରତି ପ୍ରଭାତରେ ଛିଡ଼ା ହେଉଥିଲେ ଓ ସଦାପ୍ରଭୁଙ୍କର ପ୍ରଶଂସା ଗାନ କରୁଥିଲେ। ସେମାନେ ପ୍ରତିଦିନ ସନ୍ଧ୍ୟାରେ ମଧ୍ୟ ଏହିପରି କରୁଥିଲେ। Viz kapitola |