1 ବଂଶାବଳୀ 23:31 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ଆଉ ନିତ୍ୟ ସଦାପ୍ରଭୁଙ୍କ ସମ୍ମୁଖରେ ବିଶ୍ରାମବାରରେ ଓ ଅମାବାସ୍ୟାରେ ଓ ନିରୂପିତ ପର୍ବସବୁରେ ସେସମ୍ବନ୍ଧୀୟ ବିଧିମତେ ସଂଖ୍ୟାନୁସାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସମସ୍ତ ହୋମବଳି ଉତ୍ସର୍ଗ କରିବା, ସେମାନଙ୍କର କାର୍ଯ୍ୟ ଥିଲା; Viz kapitolaପବିତ୍ର ବାଇବଲ (Re-edited) - (BSI)31 ଆଉ ନିତ୍ୟ ସଦାପ୍ରଭୁଙ୍କ ସମ୍ମୁଖରେ ବିଶ୍ରାମବାରରେ ଓ ଅମାବାସ୍ୟାରେ ଓ ନିରୂପିତ ପର୍ବସବୁରେ ସେସମ୍ଵନ୍ଧୀୟ ବିଧିମତେ ସଂଖ୍ୟାନୁସାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସମସ୍ତ ହୋମବଳି ଉତ୍ସର୍ଗ କରିବା, ସେମାନଙ୍କର କାର୍ଯ୍ୟ ଥିଲା; Viz kapitolaଓଡିଆ ବାଇବେଲ31 ଆଉ ନିତ୍ୟ ସଦାପ୍ରଭୁଙ୍କ ସମ୍ମୁଖରେ ବିଶ୍ରାମବାରରେ ଓ ଅମାବାସ୍ୟାରେ ଓ ନିରୂପିତ ପର୍ବସବୁରେ ସେସମ୍ବନ୍ଧୀୟ ବିଧିମତେ ସଂଖ୍ୟାନୁସାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସମସ୍ତ ହୋମବଳି ଉତ୍ସର୍ଗ କରିବା, ସେମାନଙ୍କର କାର୍ଯ୍ୟ ଥିଲା; Viz kapitolaପବିତ୍ର ବାଇବଲ31 ବିଶେଷ ବିଶ୍ରାମବାର, ଅମାବାସ୍ୟାର ଉତ୍ସବ ଓ ସମସ୍ତ ବିଶେଷ ରୋଟୀମାନଙ୍କରେ ଲେବୀୟମାନେ ସବୁପ୍ରକାର ହୋମବଳି ପ୍ରସ୍ତୁତ କରୁଥିଲେ। ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରତିଦିନ ସେବାକାର୍ଯ୍ୟ କରୁଥିଲେ। ପ୍ରତିଥର କେତେଜଣ ଲେବୀୟ ସେବାକାର୍ଯ୍ୟ କରିବେ, ଏଥିନିମନ୍ତେ ବିଶେଷ ନିୟମମାନ ଥିଲା। Viz kapitola |