1 ବଂଶାବଳୀ 25:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଏସମସ୍ତେ ଶୃଙ୍ଗଧ୍ୱନି କରିବା ନିମନ୍ତେ ପରମେଶ୍ୱରଙ୍କ ବାକ୍ୟ ବିଷୟରେ ରାଜାଙ୍କର ଦର୍ଶକ ହେମନର ପୁତ୍ର ଥିଲେ। ପରମେଶ୍ୱର ହେମନକୁ ଚଉଦ ପୁତ୍ର ଓ ତିନି କନ୍ୟା ଦେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)5 ଏସମସ୍ତେ ଶୃଙ୍ଗଧ୍ଵନି କରିବା ନିମନ୍ତେ ପରମେଶ୍ଵରଙ୍କ ବାକ୍ୟ ବିଷୟରେ ରାଜାଙ୍କର ଦର୍ଶକ ହେମନର ପୁତ୍ର ଥିଲେ। ପରମେଶ୍ଵର ହେମନକୁ ଚଉଦ ପୁତ୍ର ଓ ତିନି କନ୍ୟା ଦେଲେ। Viz kapitolaଓଡିଆ ବାଇବେଲ5 ଏସମସ୍ତେ ଶୃଙ୍ଗଧ୍ୱନି କରିବା ନିମନ୍ତେ ପରମେଶ୍ୱରଙ୍କ ବାକ୍ୟ ବିଷୟରେ ରାଜାଙ୍କର ଦର୍ଶକ ହେମନର ପୁତ୍ର ଥିଲେ। ପରମେଶ୍ୱର ହେମନକୁ ଚଉଦ ପୁତ୍ର ଓ ତିନି କନ୍ୟା ଦେଲେ। Viz kapitolaପବିତ୍ର ବାଇବଲ5 ଏମାନେ ସମସ୍ତେ ହେମନଙ୍କର ପୁତ୍ରଗଣ ଥିଲେ। ହେମନ ଦାଉଦଙ୍କ ଭବିଷ୍ୟଦ୍ବକ୍ତା ଥିଲେ। ପରମେଶ୍ୱର ପ୍ରତିଜ୍ଞା କରିଥିଲେ ଯେ, ସେ ହେମନଙ୍କୁ ବଳବାନ କରିବେ। ତେଣୁ ହେମନଙ୍କର ଅନେକ ପୁତ୍ର ଜାତ ହେଲେ। ପରମେଶ୍ୱର ହେମନଙ୍କୁ ଚଉଦ ପୁତ୍ର ଓ ତିନି କନ୍ୟା ଦେଲେ। Viz kapitola |