1 ବଂଶାବଳୀ 26:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ତହିଁରେ ପୂର୍ବ ଦିଗର ବାଣ୍ଟ ଶେଲିମୀୟ ପକ୍ଷରେ ଉଠିଲା; ତହୁଁ ସେମାନେ ତାହାର ପୁତ୍ର ଜିଖରୀୟ ନିମନ୍ତେ ଗୁଲିବାଣ୍ଟ କଲେ, ସେ ବିଜ୍ଞ ମନ୍ତ୍ରୀ ଥିଲା; ଆଉ ଉତ୍ତର ଦିଗ ତାହାର ବାଣ୍ଟରେ ଉଠିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)14 ତହିଁରେ ପୂର୍ବଦିଗର ବାଣ୍ଟ ଶେଲିମୀୟ ପକ୍ଷରେ ଉଠିଲା; ତହୁଁ ସେମାନେ ତାହାର ପୁତ୍ର ଜିଖରୀୟ ନିମନ୍ତେ ଗୁଲିବାଣ୍ଟ କଲେ, ସେ ବିଜ୍ଞ ମନ୍ତ୍ରୀ ଥିଲା; ଆଉ ଉତ୍ତରଦିଗ ତାହାର ବାଣ୍ଟରେ ଉଠିଲା। Viz kapitolaଓଡିଆ ବାଇବେଲ14 ତହିଁରେ ପୂର୍ବ ଦିଗର ବାଣ୍ଟ ଶେଲିମୀୟ ପକ୍ଷରେ ଉଠିଲା; ତହୁଁ ସେମାନେ ତାହାର ପୁତ୍ର ଜିଖରୀୟ ନିମନ୍ତେ ଗୁଲିବାଣ୍ଟ କଲେ, ସେ ବିଜ୍ଞ ମନ୍ତ୍ରୀ ଥିଲା; ଆଉ ଉତ୍ତର ଦିଗ ତାହାର ବାଣ୍ଟରେ ଉଠିଲା। Viz kapitolaପବିତ୍ର ବାଇବଲ14 ଶେଲିମିୟଙ୍କୁ ପୂର୍ବ ପାର୍ଶ୍ୱର ଦ୍ୱାର ଜଗିବା ନିମନ୍ତେ ମନୋନୀତ କରାଯାଇଥିଲା। ଏହା ପରେ ଶେଲିମିୟଙ୍କ ପୁତ୍ର ଯିଖରିୟଙ୍କ ନିମନ୍ତେ ଗୁଲିବାଣ୍ଟ କରାଗଲା। ଯିଖରିୟ ଜଣେ ଜ୍ଞାନୀ ପରାମର୍ଶଦାତା ଥିଲେ। ଯିଖରିୟଙ୍କୁ ଉତ୍ତର ପାର୍ଶ୍ୱ ଦ୍ୱାର ନିମନ୍ତେ ମନୋନୀତ କରାଗଲା। Viz kapitola |