1 ବଂଶାବଳୀ 26:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ସେମାନେ ସଦାପ୍ରଭୁଙ୍କ ଗୃହର ପୁନଃନିର୍ମାଣ ନିମନ୍ତେ ଯୁଦ୍ଧରେ ପ୍ରାପ୍ତ ଲୁଟଦ୍ରବ୍ୟ ମଧ୍ୟରୁ ପବିତ୍ର କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)27 ସେମାନେ ସଦାପ୍ରଭୁଙ୍କ ଗୃହର ପୁନର୍ନିର୍ମାଣ ନିମନ୍ତେ ଯୁଦ୍ଧରେ ପ୍ରାପ୍ତ ଲୁଟଦ୍ରବ୍ୟ ମଧ୍ୟରୁ ପବିତ୍ର କଲେ। Viz kapitolaଓଡିଆ ବାଇବେଲ27 ସେମାନେ ସଦାପ୍ରଭୁଙ୍କ ଗୃହର ପୁନଃନିର୍ମାଣ ନିମନ୍ତେ ଯୁଦ୍ଧରେ ପ୍ରାପ୍ତ ଲୁଟଦ୍ରବ୍ୟ ମଧ୍ୟରୁ ପବିତ୍ର କଲେ। Viz kapitolaପବିତ୍ର ବାଇବଲ27 ଯୁଦ୍ଧରୁ ପ୍ରାପ୍ତ କେତେକ ବସ୍ତୁ ସେମାନେ ପ୍ରଦାନ କଲେ। ସଦାପ୍ରଭୁଙ୍କ ମନ୍ଦିର ନିର୍ମାଣ କାର୍ଯ୍ୟରେ ବ୍ୟବହୃତ ହେବା ନିମନ୍ତେ ସେମାନେ ସେହିସବୁ ବସ୍ତୁ ପ୍ରଦାନ କଲେ। Viz kapitola |