1 ବଂଶାବଳୀ 27:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଆପଣା ଆପଣା ସଂଖ୍ୟାନୁସାରେ ଇସ୍ରାଏଲ-ସନ୍ତାନଗଣ, ଅର୍ଥାତ୍, ପିତୃବଂଶର ପ୍ରଧାନମାନେ ଓ ସହସ୍ରପତିମାନେ ଓ ଶତପତିମାନେ ଓ ସେମାନଙ୍କର କାର୍ଯ୍ୟଶାସକମାନେ, ବର୍ଷର ସମୁଦାୟ ମାସରେ ମାସକୁ ମାସ ପାଳିର ଯେକୌଣସି ବିଷୟରେ ରାଜାଙ୍କର ସେବା କରିବାକୁ ଆସିଲେ ଓ ଗଲେ, ସେମାନଙ୍କ ପ୍ରତ୍ୟେକ ପାଳିରେ ଚବିଶ ହଜାର ଲୋକ ଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ଆପଣା ଆପଣା ସଂଖ୍ୟାନୁସାରେ ଇସ୍ରାଏଲ-ସନ୍ତାନଗଣ, ଅର୍ଥାତ୍, ପିତୃବଂଶପ୍ରଧାନମାନେ ଓ ସହସ୍ରପତିମାନେ ଓ ଶତପତିମାନେ ଓ ସେମାନଙ୍କର କାର୍ଯ୍ୟଶାସକମାନେ, ବର୍ଷର ସମୁଦାୟ ମାସରେ ମାସକୁ ମାସ ପାଳିର ଯେକୌଣସି ବିଷୟରେ ରାଜାଙ୍କର ସେବା କରିବାକୁ ଆସିଲେ ଓ ଗଲେ, ସେମାନଙ୍କ ପ୍ରତ୍ୟେକ ପାଳିରେ ଚବିଶ ହଜାର ଲୋକ ଥିଲେ। Viz kapitolaଓଡିଆ ବାଇବେଲ1 ଆପଣା ଆପଣା ସଂଖ୍ୟାନୁସାରେ ଇସ୍ରାଏଲ ସନ୍ତାନଗଣ, ଅର୍ଥାତ୍, ପିତୃବଂଶର ପ୍ରଧାନମାନେ ଓ ସହସ୍ରପତିମାନେ ଓ ଶତପତିମାନେ ଓ ସେମାନଙ୍କର କାର୍ଯ୍ୟଶାସକମାନେ, ବର୍ଷର ସମୁଦାୟ ମାସରେ ମାସକୁ ମାସ ପାଳିର ଯେକୌଣସି ବିଷୟରେ ରାଜାଙ୍କର ସେବା କରିବାକୁ ଆସିଲେ ଓ ଗଲେ, ସେମାନଙ୍କ ପ୍ରତ୍ୟେକ ପାଳିରେ ଚବିଶ ହଜାର ଲୋକ ଥିଲେ। Viz kapitolaପବିତ୍ର ବାଇବଲ1 ରାଜାଙ୍କ ସୈନ୍ୟବାହିନୀରେ ସେବାକାର୍ଯ୍ୟ କରୁଥିବା ଇସ୍ରାଏଲୀୟ ଲୋକଙ୍କର ତାଲିକା ଏହି। ପ୍ରତ୍ୟେକ ଦଳକୁ ପ୍ରତି ବର୍ଷର ଗୋଟିଏ ମାସ ନିମନ୍ତେ କାର୍ଯ୍ୟରେ ରହିବାକୁ ପଡ଼ୁଥିଲା। ଏହି ସମସ୍ତ ପରିବାରର ଶାସକ, କ୍ୟାପଟେନ୍, ସେନାଧ୍ୟକ୍ଷ ଓ ପୋଲିସମାନେ ରାଜାଙ୍କର ସେବାକାର୍ଯ୍ୟ କରୁଥିଲେ। ପ୍ରତ୍ୟେକ ସେନାଦଳରେ 24,000 ଲୋକ ଥିଲେ। Viz kapitola |